ଉଚ୍ଚ ଶିକ୍ଷାନୁଷ୍ଠାନ କ୍ୟାମ୍ପସ୍ରେ ପ୍ଲାଷ୍ଟିକ୍ ମନା
ଭୁବନେଶ୍ୱର,୯ା୧୧: ଉଚ୍ଚ ଶିକ୍ଷାନୁଷ୍ଠାନ କ୍ୟାମ୍ପସ୍ରେ ଅଣବିଘଟନ ପ୍ଲାଷ୍ଟିକ୍କୁ ବାରଣ କରାଯାଇଛି। ଛାତ୍ରୀଛାତ୍ର କିଭଳି ପ୍ଲାଷ୍ଟିକ୍ ବ୍ୟବହାର ନ କରିବେ ସେନେଇ ସଚେତନ କରାଯିବ। କଲେଜ କ୍ୟାଣ୍ଟିନ, ହଷ୍ଟେଲକୁ ଏକକ ବ୍ୟବହାର ପ୍ଲାଷ୍ଟିକ ଆସିବନି। ପ୍ଲାଷ୍ଟିକ ବୋତଲ ବଦଳରେ ଅନ୍ୟ ଧାତୁର ବୋତଲ ବ୍ୟବହାର ହେବ ବୋଲି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ଏନେଇ ସମସ୍ତ ବିଶ୍ୱବିଦ୍ୟାଳୟ କୁଳପତି, କଲେଜ ଅଧ୍ୟକ୍ଷଙ୍କୁ ଚିଠି କରାଯାଇଛି। The post ଉଚ୍ଚ ଶିକ୍ଷାନୁଷ୍ଠାନ କ୍ୟାମ୍ପସ୍ରେ ପ୍ଲାଷ୍ଟିକ୍ ମନା appeared first on Dharitri Odia News.
ଭୁବନେଶ୍ୱର,୯ା୧୧: ଉଚ୍ଚ ଶିକ୍ଷାନୁଷ୍ଠାନ କ୍ୟାମ୍ପସ୍ରେ ଅଣବିଘଟନ ପ୍ଲାଷ୍ଟିକ୍କୁ ବାରଣ କରାଯାଇଛି। ଛାତ୍ରୀଛାତ୍ର କିଭଳି ପ୍ଲାଷ୍ଟିକ୍ ବ୍ୟବହାର ନ କରିବେ ସେନେଇ ସଚେତନ କରାଯିବ। କଲେଜ କ୍ୟାଣ୍ଟିନ, ହଷ୍ଟେଲକୁ ଏକକ ବ୍ୟବହାର ପ୍ଲାଷ୍ଟିକ ଆସିବନି। ପ୍ଲାଷ୍ଟିକ ବୋତଲ ବଦଳରେ ଅନ୍ୟ ଧାତୁର ବୋତଲ ବ୍ୟବହାର ହେବ ବୋଲି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ଏନେଇ ସମସ୍ତ ବିଶ୍ୱବିଦ୍ୟାଳୟ କୁଳପତି, କଲେଜ ଅଧ୍ୟକ୍ଷଙ୍କୁ ଚିଠି କରାଯାଇଛି।
The post ଉଚ୍ଚ ଶିକ୍ଷାନୁଷ୍ଠାନ କ୍ୟାମ୍ପସ୍ରେ ପ୍ଲାଷ୍ଟିକ୍ ମନା appeared first on Dharitri Odia News.