ଉଠାଜଳସେଚନ ପ୍ରକଳ୍ପ ଉଦ୍‌ଘାଟିତ

ପୁରୁଷୋତ୍ତମପୁର,୩୧।୩ (ସିମାଞ୍ଚଳ ମିଶ୍ର): ଚାଷୀକୂଳଙ୍କ ସୁବିଧା ସହ କ୍ଷେତକୁ ଜଳଯୋଗାଣ ଲାଗି ରାଜ୍ୟ ସରକାରଙ୍କ ଅନୁଦାନ ୧୩ ଲକ୍ଷ ଟଙ୍କାର ବ୍ୟୟ ଅଟକଳରେ ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଆଛୁଲି ଗ୍ରାମରେ ଥିବା ଶ୍ରୀକୃଷ୍ଣପାଣି ପଞ୍ଚାୟତ ପକ୍ଷରୁ ଏକ ଉଠାଜଳସେଚନ ପ୍ରକଳ୍ପ ଉଦଘାଟିତ ହୋଇଯାଇଛି। ଏହାକୁ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀ ଉଦ୍‌ଘାଟନ କରିଥିବାବେଳେ ମୁଖ୍ୟ ଅତିଥିଭାବେ ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅରୁଣ କୁମାର ପଣ୍ଡା, ଓ ସମ୍ମାନୀତ ଅତିଥିଭାବେ ବ୍ଲକ ଅଧ୍ୟକ୍ଷା ପିଙ୍କି ବେହେରା,ନିର୍ମଳ […] The post ଉଠାଜଳସେଚନ ପ୍ରକଳ୍ପ ଉଦ୍‌ଘାଟିତ appeared first on Dharitri Odia News.

ଉଠାଜଳସେଚନ ପ୍ରକଳ୍ପ ଉଦ୍‌ଘାଟିତ

ପୁରୁଷୋତ୍ତମପୁର,୩୧।୩ (ସିମାଞ୍ଚଳ ମିଶ୍ର): ଚାଷୀକୂଳଙ୍କ ସୁବିଧା ସହ କ୍ଷେତକୁ ଜଳଯୋଗାଣ ଲାଗି ରାଜ୍ୟ ସରକାରଙ୍କ ଅନୁଦାନ ୧୩ ଲକ୍ଷ ଟଙ୍କାର ବ୍ୟୟ ଅଟକଳରେ ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଆଛୁଲି ଗ୍ରାମରେ ଥିବା ଶ୍ରୀକୃଷ୍ଣପାଣି ପଞ୍ଚାୟତ ପକ୍ଷରୁ ଏକ ଉଠାଜଳସେଚନ ପ୍ରକଳ୍ପ ଉଦଘାଟିତ ହୋଇଯାଇଛି। ଏହାକୁ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀ ଉଦ୍‌ଘାଟନ କରିଥିବାବେଳେ ମୁଖ୍ୟ ଅତିଥିଭାବେ ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅରୁଣ କୁମାର ପଣ୍ଡା, ଓ ସମ୍ମାନୀତ ଅତିଥିଭାବେ ବ୍ଲକ ଅଧ୍ୟକ୍ଷା ପିଙ୍କି ବେହେରା,ନିର୍ମଳ ଚନ୍ଦ୍ର ସାହୁ,ଜଗତବନ୍ଧୁ ପଣ୍ଡା, ପ୍ରଭାକର ରାଉଳ ପ୍ରମୁଖ ଯୋଗଦେଇଥିଲେ।

The post ଉଠାଜଳସେଚନ ପ୍ରକଳ୍ପ ଉଦ୍‌ଘାଟିତ appeared first on Dharitri Odia News.