ଉଠିଲା ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ
ଭୁବନେଶ୍ୱର,୮।୩: ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ନିର୍ଦ୍ଧାରିତ ସମୟରେ ଉଠିଛି ମହାଦୀପ। ସନ୍ଧ୍ୟାରୁ ଦୀପ ଜାଳି ବସିଥିବା ହଜାର ହଜାର ଶ୍ରଦ୍ଧାଳୁ ରାତି ୧୦ଟାରେ ମହାଦୀପ ଦର୍ଶନ କରିଛନ୍ତି। ପ୍ରକାଶ ଯେ, ମହାଶିବରାତ୍ରି ପାଇଁ ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ଭୋରରୁ ଭକ୍ତଙ୍କ ଗହଳି ଲାଗିଥିଲା । ଭୋର ୪ଟାରୁ ସାହାଣମେଲା ଦର୍ଶନ ଦିନ ୧୧ଟା ଯାଏ ଚାଲିଥିଲା। ଦିନ ଯାକର ନୀତିକାନ୍ତି ଶେଷ ହେବା ପରେ ମହାଦୀପ ଉଠିଛି। The post ଉଠିଲା ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ appeared first on Dharitri Odia News.
ଭୁବନେଶ୍ୱର,୮।୩: ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ନିର୍ଦ୍ଧାରିତ ସମୟରେ ଉଠିଛି ମହାଦୀପ। ସନ୍ଧ୍ୟାରୁ ଦୀପ ଜାଳି ବସିଥିବା ହଜାର ହଜାର ଶ୍ରଦ୍ଧାଳୁ ରାତି ୧୦ଟାରେ ମହାଦୀପ ଦର୍ଶନ କରିଛନ୍ତି।
ପ୍ରକାଶ ଯେ, ମହାଶିବରାତ୍ରି ପାଇଁ ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ଭୋରରୁ ଭକ୍ତଙ୍କ ଗହଳି ଲାଗିଥିଲା । ଭୋର ୪ଟାରୁ ସାହାଣମେଲା ଦର୍ଶନ ଦିନ ୧୧ଟା ଯାଏ ଚାଲିଥିଲା। ଦିନ ଯାକର ନୀତିକାନ୍ତି ଶେଷ ହେବା ପରେ ମହାଦୀପ ଉଠିଛି।
The post ଉଠିଲା ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ appeared first on Dharitri Odia News.