ଉତ୍କଳ ଦିବସ, ବାଲୁକା କଳାରେ ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଶୁଭେଚ୍ଛା

ପୁରୀ ୦୧।୦୪ : ଅପ୍ରେଲ ୧ ତାରିଖ ଓଡ଼ିଶା ଦିବସ ତଥା ଉତ୍କଳ ଦିବସ ଅବସରରେ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ପୁରୀ ନୀଳାଦ୍ରି ବିଚରେ ଏକ ସୁନ୍ଦର ବାଲୁକା ଚିତ୍ରକଳା କରି ପଦ୍ମଶ୍ରୀ ସୁଦର୍ଶନ ଏହି ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି। ବାଲୁକା ଚିତ୍ରକଳା ରେ ଓଡ଼ିଶାର ମାନଚିତ୍ର ସହ ଓଡ଼ିଶାର ପ୍ରସିଦ୍ଧ ମନ୍ଦିର, ଐତିହ ସ୍ଥଳୀକୁ ଏହି ବାଲୁକା ଚିତ୍ରକଳାରେ ସେ ସ୍ଥାନ ଦେଇଛନ୍ତି। ଯାହାକି ଏହା ବେଶ୍ ସୁନ୍ଦର ହେଇଛି। ଏହି ବାଲୁକା ଚିତ୍ରକଳା ମାଧ୍ୟମରେ ସୁଦର୍ଶନ ଓଡ଼ିଶା ବାସୀଙ୍କ ସଫଳତା, ସମୃଦ୍ଧି କାମନା କରିଛନ୍ତି।ଉତ୍କଳ ଦିବସ ଶୁଭେଚ୍ଛା: ରାଜ୍ୟବାସୀଙ୍କ ସମୃଦ୍ଧି କାମନା କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଉତ୍କଳ ଦିବସ, ବାଲୁକା କଳାରେ ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଶୁଭେଚ୍ଛା

ପୁରୀ ୦୧।୦୪ : ଅପ୍ରେଲ ୧ ତାରିଖ ଓଡ଼ିଶା ଦିବସ ତଥା ଉତ୍କଳ ଦିବସ ଅବସରରେ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ପୁରୀ ନୀଳାଦ୍ରି ବିଚରେ ଏକ ସୁନ୍ଦର ବାଲୁକା ଚିତ୍ରକଳା କରି ପଦ୍ମଶ୍ରୀ ସୁଦର୍ଶନ ଏହି ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି। ବାଲୁକା ଚିତ୍ରକଳା ରେ ଓଡ଼ିଶାର ମାନଚିତ୍ର ସହ ଓଡ଼ିଶାର ପ୍ରସିଦ୍ଧ ମନ୍ଦିର, ଐତିହ ସ୍ଥଳୀକୁ ଏହି ବାଲୁକା ଚିତ୍ରକଳାରେ ସେ ସ୍ଥାନ ଦେଇଛନ୍ତି। ଯାହାକି ଏହା ବେଶ୍ ସୁନ୍ଦର ହେଇଛି। ଏହି ବାଲୁକା ଚିତ୍ରକଳା ମାଧ୍ୟମରେ ସୁଦର୍ଶନ ଓଡ଼ିଶା ବାସୀଙ୍କ ସଫଳତା, ସମୃଦ୍ଧି କାମନା କରିଛନ୍ତି।

ଉତ୍କଳ ଦିବସ ଶୁଭେଚ୍ଛା: ରାଜ୍ୟବାସୀଙ୍କ ସମୃଦ୍ଧି କାମନା କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ