ଉତ୍କଳ ବିଶ୍ବବିଦ୍ୟାଳୟର ନୂଆ ଭାରପ୍ରାପ୍ତ କୁଳପତି ହେଲେ ପ୍ରଫେସର ଜଜ୍ଞେଶ୍ବର ଦଣ୍ଡପାଟ

ଭୁବନେଶ୍ବର ୨୭।୫: ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ଦାୟିତ୍ବରେ ରହିବେ ପ୍ରଫେସର ଜଜ୍ଞେଶ୍ବର ଦଣ୍ଡପାଟ । ଏ ନେଇ ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବର୍ତ୍ତମାନ ପ୍ରଫେସର ଦଣ୍ଡପାଟ ଉତ୍କଳ ବିଶ୍ବବିଦ୍ୟାଳୟ ବାୟୋଟେକ୍ନୋଲୋଜି ବିଭାଗ ଦାୟିତ୍ବରେ ଅଛନ୍ତି । ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ପ୍ରଫେସର ଦଣ୍ଡପାଟ ଦାୟିତ୍ବରେ ରହିବେ । ନୂଆ କୁଳପତିଙ୍କ ନିଯୁକ୍ତି ପର୍ଯ୍ୟନ୍ତ ଦାୟିତ୍ବରେ ରହିବେ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ।You Can Read:ପ୍ରସ୍ତାବିତ ଉପକୂଳ ରାଜପଥ ବିଳମ୍ବକୁ ନେଇ ବର୍ଷିଲା ବିଜେଡି, ବିଜେପି କହିଲା ଏହା ସରକାରଙ୍କ ଡ୍ରିମ୍ ପ୍ରୋଜେକ୍ଟ

ଉତ୍କଳ ବିଶ୍ବବିଦ୍ୟାଳୟର ନୂଆ ଭାରପ୍ରାପ୍ତ କୁଳପତି ହେଲେ ପ୍ରଫେସର ଜଜ୍ଞେଶ୍ବର ଦଣ୍ଡପାଟ

ଭୁବନେଶ୍ବର ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ଦାୟିତ୍ବରେ ରହିବେ ପ୍ରଫେସର ଜଜ୍ଞେଶ୍ବର ଦଣ୍ଡପାଟ । ଏ ନେଇ ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବର୍ତ୍ତମାନ ପ୍ରଫେସର ଦଣ୍ଡପାଟ ଉତ୍କଳ ବିଶ୍ବବିଦ୍ୟାଳୟ ବାୟୋଟେକ୍ନୋଲୋଜି ବିଭାଗ ଦାୟିତ୍ବରେ ଅଛନ୍ତି । 

ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ପ୍ରଫେସର ଦଣ୍ଡପାଟ ଦାୟିତ୍ବରେ ରହିବେ । ନୂଆ କୁଳପତିଙ୍କ ନିଯୁକ୍ତି ପର୍ଯ୍ୟନ୍ତ ଦାୟିତ୍ବରେ ରହିବେ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ।

You Can Read:

ପ୍ରସ୍ତାବିତ ଉପକୂଳ ରାଜପଥ ବିଳମ୍ବକୁ ନେଇ ବର୍ଷିଲା ବିଜେଡି, ବିଜେପି କହିଲା ଏହା ସରକାରଙ୍କ ଡ୍ରିମ୍ ପ୍ରୋଜେକ୍ଟ