ଉତ୍ସବ ମୁଖର ଅଯୋଧ୍ୟା, ଫଟୋରେ ଦେଖିବା କିଛି ଝଲକ...
ସାମ୍ନାକୁ ଆସିଲା ରାମଲାଲାଙ୍କ ପ୍ରଥମ ଝଲକ। ଗର୍ଭଗୃହରେ ଶ୍ରୀବିଗ୍ରହ ସ୍ଥାପନ କରାଯିବା ପରେ ପ୍ରଥମ ଥର ଲାଗି ଫଟୋ ସାମ୍ନାକୁ ଆସିଛି।