ଉପମୁଖ୍ୟମନ୍ତ୍ରୀ ପ୍ରଭାତୀଙ୍କ ମାଆଙ୍କ ଦେହାନ୍ତ

ଭୁବନେଶ୍ୱର,୧୬।୧: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାଆଙ୍କ ଦେହାନ୍ତ ହୋଇଛି।୮୯ ବର୍ଷ ବୟସରେ ତାଙ୍କ ମାଆ ଲୋଭାବତୀ ପରିଡ଼ାଙ୍କ ମୃତ୍ୟୁ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି।କହିରଖୁଛୁ କି, ପ୍ରଭାତୀଙ୍କ ମାଆ ପୁରୀ ଜିଲା ନୂଆହାଟ ନିଭରଣରେ ରହୁଥିଲେ। ମାଆଙ୍କ ମୃତ୍ୟୁ ଖବର ଶୁଣି ପୈତୃକ ଗାଁ ନିଭରଣରେ ପହଞ୍ଚଛନ୍ତି ପ୍ରଭାତୀ ପରିଡ଼ା। The post ଉପମୁଖ୍ୟମନ୍ତ୍ରୀ ପ୍ରଭାତୀଙ୍କ ମାଆଙ୍କ ଦେହାନ୍ତ appeared first on Dharitri Odia News.

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀଙ୍କ ମାଆଙ୍କ ଦେହାନ୍ତ

ଭୁବନେଶ୍ୱର,୧୬।୧: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାଆଙ୍କ ଦେହାନ୍ତ ହୋଇଛି।୮୯ ବର୍ଷ ବୟସରେ ତାଙ୍କ ମାଆ ଲୋଭାବତୀ ପରିଡ଼ାଙ୍କ ମୃତ୍ୟୁ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି।କହିରଖୁଛୁ କି, ପ୍ରଭାତୀଙ୍କ ମାଆ ପୁରୀ ଜିଲା ନୂଆହାଟ ନିଭରଣରେ ରହୁଥିଲେ। ମାଆଙ୍କ ମୃତ୍ୟୁ ଖବର ଶୁଣି ପୈତୃକ ଗାଁ ନିଭରଣରେ ପହଞ୍ଚଛନ୍ତି ପ୍ରଭାତୀ ପରିଡ଼ା।

The post ଉପମୁଖ୍ୟମନ୍ତ୍ରୀ ପ୍ରଭାତୀଙ୍କ ମାଆଙ୍କ ଦେହାନ୍ତ appeared first on Dharitri Odia News.