ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରତି ବ୍ଲକରେ ହେବ…
ଭୁବନେଶ୍ୱର,୫।୧୦: ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓଙ୍କ ବଡ଼ ସୂଚନା। ପ୍ରତି ବ୍ଲକରେ ହେବ ଶୀତଳ ଭଣ୍ଡାର। ଆଗାମୀ ୫ ବର୍ଷରେ ପ୍ରତି ବ୍ଲକରେ ହେବ ଶୀତଳ ଭଣ୍ଡାର। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଏବେ ଉପଖଣ୍ଡ ସ୍ତରରେ ଶୀତଳ ଭଣ୍ଡାର ପାଇଁ ବଜେଟ ବ୍ୟବସ୍ଥା କରାଯାଉଛି। ପଶ୍ଚିମବଙ୍ଗରେ ଢାଞ୍ଚା ପରଖିବାକୁ ଓଡ଼ିଶା କୃଷି ବିଭାଗର ଟିମ ଯାଇଛି। ଟିମ ଫେରିବା ପରେ ତର୍ଜମା କରି ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି। The post ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରତି ବ୍ଲକରେ ହେବ… appeared first on Dharitri Odia News.
ଭୁବନେଶ୍ୱର,୫।୧୦: ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓଙ୍କ ବଡ଼ ସୂଚନା। ପ୍ରତି ବ୍ଲକରେ ହେବ ଶୀତଳ ଭଣ୍ଡାର। ଆଗାମୀ ୫ ବର୍ଷରେ ପ୍ରତି ବ୍ଲକରେ ହେବ ଶୀତଳ ଭଣ୍ଡାର। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଏବେ ଉପଖଣ୍ଡ ସ୍ତରରେ ଶୀତଳ ଭଣ୍ଡାର ପାଇଁ ବଜେଟ ବ୍ୟବସ୍ଥା କରାଯାଉଛି। ପଶ୍ଚିମବଙ୍ଗରେ ଢାଞ୍ଚା ପରଖିବାକୁ ଓଡ଼ିଶା କୃଷି ବିଭାଗର ଟିମ ଯାଇଛି। ଟିମ ଫେରିବା ପରେ ତର୍ଜମା କରି ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।
The post ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରତି ବ୍ଲକରେ ହେବ… appeared first on Dharitri Odia News.