ଉପମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦାବି ରଖିଲେ ବିଧାୟକ
ବରଗଡ଼,୧୪।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ବ୍ଲକ ଅନ୍ତର୍ଗତ ଗାଇସୀମା ଗ୍ରାମରେ ରହିଥିବା ଅଷ୍ଟଶମ୍ଭୁ ମଧ୍ୟରେ ଅନ୍ୟତମ ଶୈବପୀଠ ବରାଡ଼ ବାଲୁଙ୍କେଶ୍ୱର ବାବାଙ୍କ ମନ୍ଦିର ବିକାଶ ପାଇଁ ଶୁକ୍ରବାର ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ବହୁ ପୁରାତନ ଶୈବପୀଠକୁ ପର୍ଯ୍ୟଟନ କ୍ଷେତ୍ର ଭଳି ବିକାଶ କରିବା ଏବଂ ଉନ୍ନତିକରଣ ପାଇଁ କୋଟି ଅନୁଦାନ ଦେବା ପାଇଁ ବିଧାୟକ ଷଡ଼ଙ୍ଗୀ ଉପମୁଖ୍ୟମନ୍ତ୍ରୀ ପରିଡ଼ାଙ୍କଠାରେ ଦାବି ରଖିଛନ୍ତି। […] The post ଉପମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦାବି ରଖିଲେ ବିଧାୟକ appeared first on Dharitri Odia News.
ବରଗଡ଼,୧୪।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ବ୍ଲକ ଅନ୍ତର୍ଗତ ଗାଇସୀମା ଗ୍ରାମରେ ରହିଥିବା ଅଷ୍ଟଶମ୍ଭୁ ମଧ୍ୟରେ ଅନ୍ୟତମ ଶୈବପୀଠ ବରାଡ଼ ବାଲୁଙ୍କେଶ୍ୱର ବାବାଙ୍କ ମନ୍ଦିର ବିକାଶ ପାଇଁ ଶୁକ୍ରବାର ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ବହୁ ପୁରାତନ ଶୈବପୀଠକୁ ପର୍ଯ୍ୟଟନ କ୍ଷେତ୍ର ଭଳି ବିକାଶ କରିବା ଏବଂ ଉନ୍ନତିକରଣ ପାଇଁ କୋଟି ଅନୁଦାନ ଦେବା ପାଇଁ ବିଧାୟକ ଷଡ଼ଙ୍ଗୀ ଉପମୁଖ୍ୟମନ୍ତ୍ରୀ ପରିଡ଼ାଙ୍କଠାରେ ଦାବି ରଖିଛନ୍ତି। ଖୁବ୍ ଶୀଘ୍ର ଏହି ଅନୁଦାନ ରାଶି ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରତିଶୃତି ଦେଇଥିବା ବିଧାୟକ ଷଡ଼ଙ୍ଗୀ କହିଛନ୍ତି।
The post ଉପମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦାବି ରଖିଲେ ବିଧାୟକ appeared first on Dharitri Odia News.