ଏଆଇସିସି ମୁଖପାତ୍ର, ପିସିସି ସଭାପତିଙ୍କୁ ସମ୍ବର୍ଦ୍ଧନା
ଛତ୍ରପୁର,୨୯।୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲ ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଛତ୍ରପୁର କଂଗ୍ରେସ କର୍ମୀମାନଙ୍କ ଦ୍ୱାରା ଜାତୀୟ ରାଜପଥ ଡିଆରଡିଏ ଛକଠାରେ ଏଆଇସିସି ମୁଖପାତ୍ର ପବନ ଖେରା ଓ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କୁ ଉପଢୌକନ ଦେଇ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ବରିଷ୍ଠ କଂଗ୍ରେସ ନେତା ଭାଗିରଥି ବେହେରା,ପିସିସି ସଭ୍ୟ ଭବାନୀ ବେହେରା,ପୁର୍ବତନ ସରପଞ୍ଚ ଡି.କ୍ରୀଷ୍ଣା ରେଡ୍ଡୀ, ପୁର୍ବତନ ଛତ୍ରପୁର ନଗରପାଳ ରାମଚନ୍ଦ୍ର ବେହେରା, ମୁନା ଦାସ, କୁନି ନାୟକ, କୁନା ରେଡ୍ଡୀ, ଜିତୁ ରାଉଳ, ଇଜୁ […] The post ଏଆଇସିସି ମୁଖପାତ୍ର, ପିସିସି ସଭାପତିଙ୍କୁ ସମ୍ବର୍ଦ୍ଧନା appeared first on Dharitri Odia News.
ଛତ୍ରପୁର,୨୯।୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲ ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଛତ୍ରପୁର କଂଗ୍ରେସ କର୍ମୀମାନଙ୍କ ଦ୍ୱାରା ଜାତୀୟ ରାଜପଥ ଡିଆରଡିଏ ଛକଠାରେ ଏଆଇସିସି ମୁଖପାତ୍ର ପବନ ଖେରା ଓ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କୁ ଉପଢୌକନ ଦେଇ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ବରିଷ୍ଠ କଂଗ୍ରେସ ନେତା ଭାଗିରଥି ବେହେରା,ପିସିସି ସଭ୍ୟ ଭବାନୀ ବେହେରା,ପୁର୍ବତନ ସରପଞ୍ଚ ଡି.କ୍ରୀଷ୍ଣା ରେଡ୍ଡୀ, ପୁର୍ବତନ ଛତ୍ରପୁର ନଗରପାଳ ରାମଚନ୍ଦ୍ର ବେହେରା, ମୁନା ଦାସ, କୁନି ନାୟକ, କୁନା ରେଡ୍ଡୀ, ଜିତୁ ରାଉଳ, ଇଜୁ ଖାନ, ହାଡୁ ରେଡ୍ଡୀ, ଅଶୋକ ପଟ୍ଟନାୟକ, ପୁର୍ବତନ ସରପଞ୍ଚ ଡି. ରାମସ୍ବାମୀ ରେଡ୍ଡୀ, କାଳିଆ ରାଉଳ ସମେତ ବହୁ କଂଗ୍ରେସ କର୍ମୀ ଯୋଗ ଦେଇଥିଲେ।
The post ଏଆଇସିସି ମୁଖପାତ୍ର, ପିସିସି ସଭାପତିଙ୍କୁ ସମ୍ବର୍ଦ୍ଧନା appeared first on Dharitri Odia News.