ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ: ୮ ସ୍ଥାନରେ ଏକକାଳୀନ ଚଢାଉ

କୋରାପୁର,୨୬।୧୨(ଅମିତାଭ ବେହେରା): କୋରାପୁଟ ଜିଲା ବୋରିଗୁମ୍ମା ତହସିଲ ଏଆର୍‌ଆଇ ଭିଜିଲାନ୍ସ ଜାଲରେ ପଡିଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏଆର୍‌ଆଇ ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ଭିଜିଲାନ୍ସ ରେଡ ହୋଇଛି। ରେଡରେ ୩ଜଣ ଡିଏସପି, ୭ଜଣ ଇନସ୍ପେକ୍ଟର୍‌, ୫ଜଣ ଏଏସଆଇ ସାମିଲ ହୋଇଛନ୍ତି। କୋରାପୁଟ ଓ ଜୟପୁର ସମେତ ୮ଟି ସ୍ଥାନରେ ହୋଇଛି ଏକକାଳୀନ ଚଢାଉ ଚାଲିଛି। ବୋରିଗୁମ୍ମାସ୍ଥିତ ଦୁଇ ମହଲା କୋଠା, ସମ୍ପର୍କୀୟଙ୍କ ଘର ସହ ଝିଅ ରହୁଥିବା ଭଡା ଘରେ ଚଢାଉ ହେଉଛି। […] The post ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ: ୮ ସ୍ଥାନରେ ଏକକାଳୀନ ଚଢାଉ appeared first on Dharitri Odia News.

ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ: ୮ ସ୍ଥାନରେ ଏକକାଳୀନ ଚଢାଉ

କୋରାପୁର,୨୬।୧୨(ଅମିତାଭ ବେହେରା): କୋରାପୁଟ ଜିଲା ବୋରିଗୁମ୍ମା ତହସିଲ ଏଆର୍‌ଆଇ ଭିଜିଲାନ୍ସ ଜାଲରେ ପଡିଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏଆର୍‌ଆଇ ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ଭିଜିଲାନ୍ସ ରେଡ ହୋଇଛି। ରେଡରେ ୩ଜଣ ଡିଏସପି, ୭ଜଣ ଇନସ୍ପେକ୍ଟର୍‌, ୫ଜଣ ଏଏସଆଇ ସାମିଲ ହୋଇଛନ୍ତି। କୋରାପୁଟ ଓ ଜୟପୁର ସମେତ ୮ଟି ସ୍ଥାନରେ ହୋଇଛି ଏକକାଳୀନ ଚଢାଉ ଚାଲିଛି। ବୋରିଗୁମ୍ମାସ୍ଥିତ ଦୁଇ ମହଲା କୋଠା, ସମ୍ପର୍କୀୟଙ୍କ ଘର ସହ ଝିଅ ରହୁଥିବା ଭଡା ଘରେ ଚଢାଉ ହେଉଛି। ଏହାସହ ରନସପୁରରେ ପୈତୃକ ଘର, ବୋରିଗୁମ୍ମା ମାର୍କେଟ କମ୍ପ୍ଲେକ୍ସ ସହ କୁମୁଲିର ଅଫିସରେ ମଧ୍ୟ ଚଢାଉ ଚାଲିଛି।

The post ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ: ୮ ସ୍ଥାନରେ ଏକକାଳୀନ ଚଢାଉ appeared first on Dharitri Odia News.