ଏଇଟା ପିକନିକ୍ ପାଇଁ ବଢିଆ ଜାଗା..
ଚାଲନ୍ତୁ ପାଟାବାନ୍ଦା ଜଳପ୍ରପାତ ଯିବା.. ବଣ ଭୋଜିଟେ କରିବା.. ବ୍ୟସ୍ତବହୁଳ ଜୀବନରୁ ଘଡ଼ିଏ ଚୋରାଇ ଏଇଠି ପ୍ରକୃତିର କୋଳରେ ହଜିଯିବା.. ଆସନ୍ତୁ..