ଏକତରଫା ପ୍ରେମରୁ ତୁମୁଳକାଣ୍ଡ: ବିଚ୍‌ ରାସ୍ତାରେ ଯୁବକଙ୍କ ଗାଲକୁ ଶକ୍ତ ଚାପୁଡା ମାରିଲେ ଯୁବତୀ

ଭୁବନେଶ୍ବର,୨୨।୧୧: ମଞ୍ଚେଶ୍ବର ଥାନା ଅଧୀନ ଏକ ଘରୋଇ ହସ୍ପିଟାଲ ସମ୍ମୁଖରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। ରାସ୍ତା ମଝିରେ ଜଣେ ଯୁବତୀ ବାଇକ୍‌ରେ ବସିଥିବା ଜଣେ ଯୁବକଙ୍କୁ ଗାଲରେ ଚାପୁଡ଼ା ମାରୁଥିବା ଭାଇରାଲ ଭିଡିଓରେ ଦେଖିବାକୁ ମିଳୁଛି। ଏକତରଫା ପ୍ରେମକୁ କେନ୍ଦ୍ର କରି ଏହି ତୁମୁଳକାଣ୍ଡ ଘଟିଥିବା କୁହାଯାଉଛି। ଖବର ପାଇ ମଞ୍ଚେଶ୍ବର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଥାନାକୁ ନେଇଥିଲା। ଉଭୟଙ୍କୁ ଅଣ୍ଡରଟେକିଂ ଲେଖାଇ ପୋଲିସ ଛାଡ଼ିଛି। The post ଏକତରଫା ପ୍ରେମରୁ ତୁମୁଳକାଣ୍ଡ: ବିଚ୍‌ ରାସ୍ତାରେ ଯୁବକଙ୍କ ଗାଲକୁ ଶକ୍ତ ଚାପୁଡା ମାରିଲେ ଯୁବତୀ appeared first on Dharitri Odia News.

ଏକତରଫା ପ୍ରେମରୁ ତୁମୁଳକାଣ୍ଡ: ବିଚ୍‌ ରାସ୍ତାରେ ଯୁବକଙ୍କ ଗାଲକୁ ଶକ୍ତ ଚାପୁଡା ମାରିଲେ ଯୁବତୀ

ଭୁବନେଶ୍ବର,୨୨।୧୧: ମଞ୍ଚେଶ୍ବର ଥାନା ଅଧୀନ ଏକ ଘରୋଇ ହସ୍ପିଟାଲ ସମ୍ମୁଖରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। ରାସ୍ତା ମଝିରେ ଜଣେ ଯୁବତୀ ବାଇକ୍‌ରେ ବସିଥିବା ଜଣେ ଯୁବକଙ୍କୁ ଗାଲରେ ଚାପୁଡ଼ା ମାରୁଥିବା ଭାଇରାଲ ଭିଡିଓରେ ଦେଖିବାକୁ ମିଳୁଛି। ଏକତରଫା ପ୍ରେମକୁ କେନ୍ଦ୍ର କରି ଏହି ତୁମୁଳକାଣ୍ଡ ଘଟିଥିବା କୁହାଯାଉଛି। ଖବର ପାଇ ମଞ୍ଚେଶ୍ବର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଥାନାକୁ ନେଇଥିଲା। ଉଭୟଙ୍କୁ ଅଣ୍ଡରଟେକିଂ ଲେଖାଇ ପୋଲିସ ଛାଡ଼ିଛି।

The post ଏକତରଫା ପ୍ରେମରୁ ତୁମୁଳକାଣ୍ଡ: ବିଚ୍‌ ରାସ୍ତାରେ ଯୁବକଙ୍କ ଗାଲକୁ ଶକ୍ତ ଚାପୁଡା ମାରିଲେ ଯୁବତୀ appeared first on Dharitri Odia News.