ଏକତରଫା ପ୍ରେମରୁ ଯୁବତୀଙ୍କୁ ବୀଭତ୍ସ ହତ୍ୟା, ଘରେ ପଡ଼ିଛି ରକ୍ତାକ୍ତ ମୃତଦେହ

ବ୍ରହ୍ମପୁର ୧।୫: ଏକତରଫା ପ୍ରେମରୁ ବୀଭତ୍ସ ହତ୍ୟାକାଣ୍ଡ । ଗୋପାଳପୁର ଥାନା କରାପଲ୍ଲୀ ଗାଁରେ ଏଭଳି ହତ୍ୟାକାଣ୍ଡ ଘଟିଛି । ଘର ଭିତରେ ପଡ଼ିଛି ଯୁବତୀଙ୍କ ରକ୍ତାକ୍ତ ମୃତଦେହ । ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ଗୋପାଳପୁର ଥାନା କରାପଲ୍ଲୀ ଗାଁରେ ଘଟିଛି ଅଭାବନୀୟ ଘଟଣା । ଘରେ ପଶି ଯୁବତୀଙ୍କ ହାତ ସହ ଶରୀରର ବିଭିନ୍ନ ସ୍ଥାନକୁ ଧାରୁଆ ଅସ୍ତ୍ରରେ କାଟିଲେ ଯୁବକ । ଘର ଭିତରେ ପଡ଼ିଛି ଯୁବତୀଙ୍କ ରକ୍ତାକ୍ତ ମୃତଦେହ । ଏକତରଫା ପ୍ରେମରୁ ହତ୍ୟାକାଣ୍ଡ ଘଟିଛି ବୋଲି ପରିବାର ଲୋକ ଅଭିଯୋଗ କରିଛନ୍ତି । ତେବେ ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅଞ୍ଚଳର ଜଣେ ଯୁବକ ଏକତରଫା ପ୍ରେମ କରୁଥିବା ଅଭିଯୋଗ ହୋଇଛି । ସଂପୃକ୍ତ ଯୁବକଙ୍କ ନାଁରେ ପୂର୍ବରୁ ଥାନାରେ ଅଭିଯୋଗ କରିଥିଲେ ମୃତ ଯୁବତୀଙ୍କ ପରିବାର ଲୋକ । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି । ତଦନ୍ତ ପରେ ପ୍ରକୃତ ଘଟଣା ଜଣାପଡ଼ିବ ।You Can Read:ଅନୁପ୍ରବେଶକାରୀଙ୍କୁ ରୋକିବା ପାଇଁ ଆକ୍ସନରେ ପୋଲିସ, ଓଡ଼ିଶା ସୀମାରେ ହାଇଆଲର୍ଟ 

ଏକତରଫା ପ୍ରେମରୁ ଯୁବତୀଙ୍କୁ ବୀଭତ୍ସ ହତ୍ୟା, ଘରେ ପଡ଼ିଛି ରକ୍ତାକ୍ତ ମୃତଦେହ

ବ୍ରହ୍ମପୁର ୧।୫ଏକତରଫା ପ୍ରେମରୁ ବୀଭତ୍ସ ହତ୍ୟାକାଣ୍ଡ । ଗୋପାଳପୁର ଥାନା କରାପଲ୍ଲୀ ଗାଁରେ ଏଭଳି ହତ୍ୟାକାଣ୍ଡ ଘଟିଛି । ଘର ଭିତରେ ପଡ଼ିଛି ଯୁବତୀଙ୍କ ରକ୍ତାକ୍ତ ମୃତଦେହ । 

ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ଗୋପାଳପୁର ଥାନା କରାପଲ୍ଲୀ ଗାଁରେ ଘଟିଛି ଅଭାବନୀୟ ଘଟଣା । ଘରେ ପଶି ଯୁବତୀଙ୍କ ହାତ ସହ ଶରୀରର ବିଭିନ୍ନ ସ୍ଥାନକୁ ଧାରୁଆ ଅସ୍ତ୍ରରେ କାଟିଲେ ଯୁବକ । ଘର ଭିତରେ ପଡ଼ିଛି ଯୁବତୀଙ୍କ ରକ୍ତାକ୍ତ ମୃତଦେହ । ଏକତରଫା ପ୍ରେମରୁ ହତ୍ୟାକାଣ୍ଡ ଘଟିଛି ବୋଲି ପରିବାର ଲୋକ ଅଭିଯୋଗ କରିଛନ୍ତି । 

ତେବେ ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅଞ୍ଚଳର ଜଣେ ଯୁବକ ଏକତରଫା ପ୍ରେମ କରୁଥିବା ଅଭିଯୋଗ ହୋଇଛି । ସଂପୃକ୍ତ ଯୁବକଙ୍କ ନାଁରେ ପୂର୍ବରୁ ଥାନାରେ ଅଭିଯୋଗ କରିଥିଲେ ମୃତ ଯୁବତୀଙ୍କ ପରିବାର ଲୋକ । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି । ତଦନ୍ତ ପରେ ପ୍ରକୃତ ଘଟଣା ଜଣାପଡ଼ିବ ।

You Can Read:

ଅନୁପ୍ରବେଶକାରୀଙ୍କୁ ରୋକିବା ପାଇଁ ଆକ୍ସନରେ ପୋଲିସ, ଓଡ଼ିଶା ସୀମାରେ ହାଇଆଲର୍ଟ