ଏଣିକି ଅବକାରୀ ବିଭାଗ ଅନୁମତି ବିନା ହୋଇପାରିବନି ଜିରୋ ନାଇଟ୍ ସେଲିବ୍ରେସନ୍, ଅନୁମତି ନଥିଲେ ହେବ ଆକ୍ସନ

କଟକ ୨୦।୧୨: ଆଗକୁ ଆସୁଛି ନୂଆବର୍ଷ । ସେଥିଲାଗି ସବୁଠୁ ଜୋରଦାର ପ୍ରସ୍ତୁତି ଚାଲିଛି । ତେବେ ନୂଆବର୍ଷକୁ ଆହୁରି ରଙ୍ଗୀନ କରେ ଜିରୋ ନାଇଟ୍ ସେଲିବ୍ରେସନ । ବିଭିନ୍ନ ହୋଟେଲ, ସଂସ୍ଥା ପକ୍ଷରୁ ଏହି ଜିରୋ ନାଇଟ୍ ଆୟୋଜନ କରାଯାଇଥାଏ । ଏବେ ଏହି ଜିରୋ ନାଇଟ୍ ଆୟୋଜନ ପାଇଁ ଅବକାରୀ ବିଭାଗର ଅନୁମତି ଜରୁରୀ । ଅନୁମତି ନ ଥିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଅବକାରୀ ବିଭାଗର କମିଶନର ନରସିଂହ ଭୋଳ ସୂଚନା ଦେଇଛନ୍ତ ।ଜାନୁଆରୀ ମଧ୍ୟଭାଗ ଯାଏଁ ଏନେଇ ଯାଞ୍ଚ ଜାରି ରହିବ । ଏହାକୁ ରୋକିବା ପାଇଁ ଅବକାରୀ ବିଭାଗ ଖୁବ୍‌ଶୀଘ୍ର ପଦକ୍ଷେପ ନେବ ବୋଲି ନରସିଂହ ଭୋଳ ସୂଚନା ଦେଇଛନ୍ତି ।You Can Read:ବୈକୁଣ୍ଠ ଧାମ ଆଶ୍ରମ ମାମଲା : ଆଶ୍ରମକୁ ମିଳିଥିବା ଅନୁମତି ପତ୍ରର ସତ୍ୟତା ଯାଞ୍ଚ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଏଣିକି ଅବକାରୀ ବିଭାଗ ଅନୁମତି ବିନା ହୋଇପାରିବନି ଜିରୋ ନାଇଟ୍ ସେଲିବ୍ରେସନ୍, ଅନୁମତି ନଥିଲେ ହେବ ଆକ୍ସନ

କଟକ ୨୦।୧୨: ଆଗକୁ ଆସୁଛି ନୂଆବର୍ଷ । ସେଥିଲାଗି ସବୁଠୁ ଜୋରଦାର ପ୍ରସ୍ତୁତି ଚାଲିଛି । ତେବେ ନୂଆବର୍ଷକୁ ଆହୁରି ରଙ୍ଗୀନ କରେ ଜିରୋ ନାଇଟ୍ ସେଲିବ୍ରେସନ । ବିଭିନ୍ନ ହୋଟେଲ, ସଂସ୍ଥା ପକ୍ଷରୁ ଏହି ଜିରୋ ନାଇଟ୍ ଆୟୋଜନ କରାଯାଇଥାଏ । ଏବେ ଏହି ଜିରୋ ନାଇଟ୍ ଆୟୋଜନ ପାଇଁ ଅବକାରୀ ବିଭାଗର ଅନୁମତି ଜରୁରୀ । ଅନୁମତି ନ ଥିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଅବକାରୀ ବିଭାଗର କମିଶନର ନରସିଂହ ଭୋଳ ସୂଚନା ଦେଇଛନ୍ତ ।

ଜାନୁଆରୀ ମଧ୍ୟଭାଗ ଯାଏଁ ଏନେଇ ଯାଞ୍ଚ ଜାରି ରହିବ । ଏହାକୁ ରୋକିବା ପାଇଁ ଅବକାରୀ ବିଭାଗ ଖୁବ୍‌ଶୀଘ୍ର ପଦକ୍ଷେପ ନେବ ବୋଲି ନରସିଂହ ଭୋଳ ସୂଚନା ଦେଇଛନ୍ତି ।

You Can Read:

ବୈକୁଣ୍ଠ ଧାମ ଆଶ୍ରମ ମାମଲା : ଆଶ୍ରମକୁ ମିଳିଥିବା ଅନୁମତି ପତ୍ରର ସତ୍ୟତା ଯାଞ୍ଚ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ