ଏଣିକି ସାମ୍ବାଦିକଙ୍କୁ ମିଳିଲା ଅନୁମତି: ଯାଇପାରିବେ ଲୋକସେବା ଭବନ
ଭୁବନେଶ୍ୱର,୩୧।୧୨: ଏଣିକି ସାମ୍ବାଦିକଙ୍କୁ ମିଳିଲା ଅନୁମତି, ଯାଇପାରିବେ ଲୋକସେବା ଭବନ । ପୂର୍ବ ସରକାର କୋଭିଡ୍ ଆଳ ଦେଖାଇ ଲୋକସେବା ଭବନ ଭିତରକୁ ସାମ୍ବାଦିକଙ୍କୁ ଯିବାକୁ ବାରଣ କରିଥିଲେ। କୋଭିଡ କଟକଣା ଉଠିଲା, ମାତ୍ର ଲୋକସେବା ଭବନ ଭିତରକୁ ପ୍ରବେଶ ପାଇଁ ସାମ୍ବାଦିକଙ୍କୁ ଅନୁମତି ଦେଇ ନଥିଲେ ବପୂର୍ବ ସରକାର। ବର୍ତ୍ତମାନ ଭାଜପା ସରକାର ପ୍ରଥମ ଥର ଓ ଶାସନ କ୍ଷମତାକୁ ଆସିବା ପରେ ଲୋକସେବା ଭବନ ଭିତରକୁ ପ୍ରବେଶ ପାଇଁ ସାମ୍ବାଦିକଙ୍କୁ ଅନୁମତି ଦେଇଛନ୍ତି। ଏ […] The post ଏଣିକି ସାମ୍ବାଦିକଙ୍କୁ ମିଳିଲା ଅନୁମତି: ଯାଇପାରିବେ ଲୋକସେବା ଭବନ appeared first on Dharitri Odia News.
ଭୁବନେଶ୍ୱର,୩୧।୧୨: ଏଣିକି ସାମ୍ବାଦିକଙ୍କୁ ମିଳିଲା ଅନୁମତି, ଯାଇପାରିବେ ଲୋକସେବା ଭବନ । ପୂର୍ବ ସରକାର କୋଭିଡ୍ ଆଳ ଦେଖାଇ ଲୋକସେବା ଭବନ ଭିତରକୁ ସାମ୍ବାଦିକଙ୍କୁ ଯିବାକୁ ବାରଣ କରିଥିଲେ। କୋଭିଡ କଟକଣା ଉଠିଲା, ମାତ୍ର ଲୋକସେବା ଭବନ ଭିତରକୁ ପ୍ରବେଶ ପାଇଁ ସାମ୍ବାଦିକଙ୍କୁ ଅନୁମତି ଦେଇ ନଥିଲେ ବପୂର୍ବ ସରକାର। ବର୍ତ୍ତମାନ ଭାଜପା ସରକାର ପ୍ରଥମ ଥର ଓ ଶାସନ କ୍ଷମତାକୁ ଆସିବା ପରେ ଲୋକସେବା ଭବନ ଭିତରକୁ ପ୍ରବେଶ ପାଇଁ ସାମ୍ବାଦିକଙ୍କୁ ଅନୁମତି ଦେଇଛନ୍ତି। ଏ ନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଗତ ୨୬ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଉଭୟ ସ୍ବୀକୃତିପ୍ରାପ୍ତ ଓ ଅଣସ୍ବୀକୃତିପ୍ରାପ୍ତ ସାମ୍ବାଦିକଙ୍କୁ ପ୍ରବେଶ ଅନୁମତି ଦିଆଯାଇଛି।
The post ଏଣିକି ସାମ୍ବାଦିକଙ୍କୁ ମିଳିଲା ଅନୁମତି: ଯାଇପାରିବେ ଲୋକସେବା ଭବନ appeared first on Dharitri Odia News.