ଏତିକି କମ୍‌ ଭୋଟରେ ଜିତିଲେ ଅରୁଣ ସାହୁ

ଭୁବନେଶ୍ୱର,୪।୬:ନୟାଗଡର ବିଜେଡି ପ୍ରାର୍ଥୀ ଅରୁଣ ସାହୁ ବିଜୟୀ ହୋଇଛନ୍ତି। ୮୧,୪୭୦ ଭୋଟ ପାଇ ସେ ଭାଜପାର ପ୍ରତ୍ୟୁଷା ରାଜେଶ୍ୱରୀ ସିଂଙ୍କୁ ପରାସ୍ତ କରିଛନ୍ତି। ହେଲେ ସେଠାରେ ଦୁହିଁଙ୍କ ମଧ୍ୟରେ କଡା ଟକ୍କର ଦେଖିବାକୁ ମିଳିଛି। ଅରୁଣ ମାତ୍ର ୩୯୬ ଭୋଟରେ ବିଜୟୀ ହୋଇଛନ୍ତି। The post ଏତିକି କମ୍‌ ଭୋଟରେ ଜିତିଲେ ଅରୁଣ ସାହୁ appeared first on Dharitri Odia News.

ଏତିକି କମ୍‌ ଭୋଟରେ ଜିତିଲେ ଅରୁଣ ସାହୁ

ଭୁବନେଶ୍ୱର,୪।୬:ନୟାଗଡର ବିଜେଡି ପ୍ରାର୍ଥୀ ଅରୁଣ ସାହୁ ବିଜୟୀ ହୋଇଛନ୍ତି। ୮୧,୪୭୦ ଭୋଟ ପାଇ ସେ ଭାଜପାର ପ୍ରତ୍ୟୁଷା ରାଜେଶ୍ୱରୀ ସିଂଙ୍କୁ ପରାସ୍ତ କରିଛନ୍ତି। ହେଲେ ସେଠାରେ ଦୁହିଁଙ୍କ ମଧ୍ୟରେ କଡା ଟକ୍କର ଦେଖିବାକୁ ମିଳିଛି। ଅରୁଣ ମାତ୍ର ୩୯୬ ଭୋଟରେ ବିଜୟୀ ହୋଇଛନ୍ତି।

The post ଏତିକି କମ୍‌ ଭୋଟରେ ଜିତିଲେ ଅରୁଣ ସାହୁ appeared first on Dharitri Odia News.