ଏଥର ନୂଆବର୍ଷ ପାଳିବେନି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
ଭୁବନେଶ୍ୱର ୩୧।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଡ. ମନମୋହନ ସିଂହଙ୍କ ବିୟୋଗରେ ଚାଲିଥିବା ରାଷ୍ଟ୍ରୀୟ ଶୋକ ଓ ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖରେ ସମବେଦନା ଜଣାଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବୁଧବାର ନୂଆବର୍ଷ କାର୍ଯ୍ୟକ୍ରମରେ ସାମିଲ ହେବେ ନାହିଁ । ତେଣୁ ଅଭିନନ୍ଦନ ପାଇଁ ବୁଧବାର ନବୀନ ନିବାସକୁ ନ ଆସିବା ପାଇଁ ନବୀନ ପଟ୍ଟନାୟକ ଶୁଭେଚ୍ଛୁ ମାନଙ୍କୁ ଅନୁରୋଧ ଜଣାଇଛନ୍ତି ।You Can Read:ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ନକଲି ଡାକ୍ତର, ୭ଦିନ ହେବ କରୁଥିଲେ ରୋଗୀ ସେବା
ଭୁବନେଶ୍ୱର ୩୧।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଡ. ମନମୋହନ ସିଂହଙ୍କ ବିୟୋଗରେ ଚାଲିଥିବା ରାଷ୍ଟ୍ରୀୟ ଶୋକ ଓ ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖରେ ସମବେଦନା ଜଣାଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବୁଧବାର ନୂଆବର୍ଷ କାର୍ଯ୍ୟକ୍ରମରେ ସାମିଲ ହେବେ ନାହିଁ ।
ତେଣୁ ଅଭିନନ୍ଦନ ପାଇଁ ବୁଧବାର ନବୀନ ନିବାସକୁ ନ ଆସିବା ପାଇଁ ନବୀନ ପଟ୍ଟନାୟକ ଶୁଭେଚ୍ଛୁ ମାନଙ୍କୁ ଅନୁରୋଧ ଜଣାଇଛନ୍ତି ।
You Can Read:
ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ନକଲି ଡାକ୍ତର, ୭ଦିନ ହେବ କରୁଥିଲେ ରୋଗୀ ସେବା