ଏନ୍କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ
କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଛି। ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ସୂଚନାଯୋଗ୍ୟ, ସୁବାସ ଖୁଣ୍ଟାପଶି-ଗୁଣ୍ଡିଚାନାଳୀ ଜଙ୍ଗଲରେ ଥିବା କାମାକ୍ଷାନଗର ପେଲିସ ଖବର ପାଇଥିଲା। ଆଜି ଭୋର ପ୍ରାୟ ସାଢ଼େ ୫ଟାରେ ପୋଲିସ ଚଢ଼ାଉ କରିଥିଲା। ସୁବାସ ଓ ତା’ଙ୍କ ସହଯୋଗୀ ପୋଲିସକୁ ଦେଖି ବୋମା ପକାଇବା ସହ ଓ […] The post ଏନ୍କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ appeared first on Dharitri Odia News.
କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଛି। ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି।
ସୂଚନାଯୋଗ୍ୟ, ସୁବାସ ଖୁଣ୍ଟାପଶି-ଗୁଣ୍ଡିଚାନାଳୀ ଜଙ୍ଗଲରେ ଥିବା କାମାକ୍ଷାନଗର ପେଲିସ ଖବର ପାଇଥିଲା। ଆଜି ଭୋର ପ୍ରାୟ ସାଢ଼େ ୫ଟାରେ ପୋଲିସ ଚଢ଼ାଉ କରିଥିଲା। ସୁବାସ ଓ ତା’ଙ୍କ ସହଯୋଗୀ ପୋଲିସକୁ ଦେଖି ବୋମା ପକାଇବା ସହ ଓ ଗୁଳି ଚଳାଇଥିଲେ। ପୋଲିସ ମଧ୍ୟ ସୁବାସଙ୍କ ଉପରେ ପାଲଟା ଗୁଳି ଚଳାଇଥିଲା। ସୁବାସଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିବା ବେଳେ ତାଙ୍କ ସହଯୋଗୀ ପୋଲିସକୁ ଚକମା ଦେଇ ଖସି ଯାଇଛନ୍ତି।
The post ଏନ୍କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ appeared first on Dharitri Odia News.