ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ

ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ ହୋଇଛନ୍ତି। ଡିଆରଜି ଏବଂ ଏସ୍‌ଡିଏଫ୍‌ର ମିଳି କମ୍ବିଂ ଅପରେଶନବେଳେ ଏହି ଘଟଣା ଘଟିଛି। ଏବେ ବି ଘଟଣାସ୍ଥଳରେ ସର୍ଚ୍ଚ ଅପରେଶନ ଜାରି ରହିଛି। The post ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ appeared first on Dharitri Odia News.

ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ

ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ ହୋଇଛନ୍ତି। ଡିଆରଜି ଏବଂ ଏସ୍‌ଡିଏଫ୍‌ର ମିଳି କମ୍ବିଂ ଅପରେଶନବେଳେ ଏହି ଘଟଣା ଘଟିଛି। ଏବେ ବି ଘଟଣାସ୍ଥଳରେ ସର୍ଚ୍ଚ ଅପରେଶନ ଜାରି ରହିଛି।

The post ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ appeared first on Dharitri Odia News.