ଏନ୍‌ଟିପିସି ପ୍ଲାଣ୍ଟରେ ଭୟାଭୟ ଅଗ୍ନିକାଣ୍ଡ

ଅନୁଗୋଳ,୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା କଣିହାଁ ସ୍ଥିତ ଏନ୍‌ଟିପିସି କନ୍‌ଭର ଲାଇନ୍‌ରେ ଶନିବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ଲାଗିଛନ୍ତି। ହେଲେ କେଉଁ କାରଣରୁ ନିଆଁ ଲାଗିଛି ତାହା ଜଣାପଡ଼ି ନାହିଁ। The post ଏନ୍‌ଟିପିସି ପ୍ଲାଣ୍ଟରେ ଭୟାଭୟ ଅଗ୍ନିକାଣ୍ଡ appeared first on Dharitri Odia News.

ଏନ୍‌ଟିପିସି ପ୍ଲାଣ୍ଟରେ ଭୟାଭୟ ଅଗ୍ନିକାଣ୍ଡ

ଅନୁଗୋଳ,୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା କଣିହାଁ ସ୍ଥିତ ଏନ୍‌ଟିପିସି କନ୍‌ଭର ଲାଇନ୍‌ରେ ଶନିବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ଲାଗିଛନ୍ତି। ହେଲେ କେଉଁ କାରଣରୁ ନିଆଁ ଲାଗିଛି ତାହା ଜଣାପଡ଼ି ନାହିଁ।

The post ଏନ୍‌ଟିପିସି ପ୍ଲାଣ୍ଟରେ ଭୟାଭୟ ଅଗ୍ନିକାଣ୍ଡ appeared first on Dharitri Odia News.