ଏପର୍ଯ୍ୟନ୍ତ ୩ ଦଳର ଘୋଷଣା ହୋଇନି ପ୍ରାର୍ଥୀ ତାଲିକା: ଜାଣନ୍ତୁ କେଉଁ ଦଳର କେତେ ଆସନ ଅଛି ବାକି
ଭୁବନେଶ୍ୱର,୧୮।୪: ରାଜ୍ୟରେ ୪ଟି ପର୍ଯ୍ୟାୟ ନିର୍ବାଚନ ପାଇଁ ଦିନକ ପରେ ଅର୍ଥାତ୍ ଏପ୍ରିଲ ୧୮ତାରିଖରୁ ପର୍ଯ୍ୟାୟକ୍ରମେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେଉଛି। ଏହାପୂର୍ବରୁ ୩ ଦଳର ପ୍ରାର୍ଥୀ ତାଲିକା ସମ୍ପୂର୍ଣ୍ଣ ଭାବେ ଘୋଷଣା କରାଯାଇ ନାହିଁ। ଗୁରୁବାର କଂଗ୍ରେସ ଆଉ ୪ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। କଂଗ୍ରେସ ଏପର୍ଯ୍ୟନ୍ତ ୧୨୮ ଜଣଙ୍କ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ସେପଟେ ବିଜେଡି ୧୨୬ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିବାବେଳେ ଭାଜପା ୧୩୧ ପ୍ରାର୍ଥୀଙ୍କ […] The post ଏପର୍ଯ୍ୟନ୍ତ ୩ ଦଳର ଘୋଷଣା ହୋଇନି ପ୍ରାର୍ଥୀ ତାଲିକା: ଜାଣନ୍ତୁ କେଉଁ ଦଳର କେତେ ଆସନ ଅଛି ବାକି appeared first on Dharitri Odia News.
ଭୁବନେଶ୍ୱର,୧୮।୪: ରାଜ୍ୟରେ ୪ଟି ପର୍ଯ୍ୟାୟ ନିର୍ବାଚନ ପାଇଁ ଦିନକ ପରେ ଅର୍ଥାତ୍ ଏପ୍ରିଲ ୧୮ତାରିଖରୁ ପର୍ଯ୍ୟାୟକ୍ରମେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେଉଛି। ଏହାପୂର୍ବରୁ ୩ ଦଳର ପ୍ରାର୍ଥୀ ତାଲିକା ସମ୍ପୂର୍ଣ୍ଣ ଭାବେ ଘୋଷଣା କରାଯାଇ ନାହିଁ। ଗୁରୁବାର କଂଗ୍ରେସ ଆଉ ୪ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। କଂଗ୍ରେସ ଏପର୍ଯ୍ୟନ୍ତ ୧୨୮ ଜଣଙ୍କ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ସେପଟେ ବିଜେଡି ୧୨୬ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିବାବେଳେ ଭାଜପା ୧୩୧ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ବିଜେଡି ଆହୁରି ୨୧ ଆସନରେ ପ୍ରାର୍ଥୀ ଦେବାକୁ ବାକି ଥିବାବେଳେ ଭାଜପାର ୧୬ଟି ଆସନରେ ଏବଂ କଂଗ୍ରେସ ୩୧ ଆସନରେ ପ୍ରାର୍ଥୀ ଦେବ।
The post ଏପର୍ଯ୍ୟନ୍ତ ୩ ଦଳର ଘୋଷଣା ହୋଇନି ପ୍ରାର୍ଥୀ ତାଲିକା: ଜାଣନ୍ତୁ କେଉଁ ଦଳର କେତେ ଆସନ ଅଛି ବାକି appeared first on Dharitri Odia News.