ଏପ୍ରିଲ ପହିଲାରୁ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା

ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ୬୭ ଲକ୍ଷ ୮୦ ହଜାରରୁ ଅଧିକ ପରିବାର ଉପକୃତ ହେବାକୁ ଥିବା ବେଳେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ୩୫ ଲକ୍ଷ ୮୪ ହଜାରରୁ ଅଧିକ ପରିବାର ଉପକୃତ ହେବେ ।

ଏପ୍ରିଲ ପହିଲାରୁ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା
Array