ଏବେ ଝାଡ଼ଖଣ୍ଡ ମୁହାଁ 'ଜିନ୍ନତ' ; ମହାରାଷ୍ଟ୍ରରୁ ଶିମିଳିପାଳ ଆସିଥିଲା ବାଘୁଣୀ
କନକ ବ୍ୟୁରୋ: ଶିମଳିପାଳ ଅଣାଯାଇଥିବା ବାଘୁଣୀ ‘ଜିନ୍ନତ’ ଏବେ ଝାଡ଼ଖଣ୍ଡ ମୁହାଁ ହୋଇଛି। ଶିମିଳିପାଳ ଆରସିସିଏଫଙ୍କ ସୂଚନା ଅନୁସାରେ, ଶିମିଳିପାଳରୁ ଯାଇ ଝାଡ଼ଖଣ୍ଡରେ ବୁଲୁଛି ବାଘୁଣୀ ‘ଜିନ୍ନତ’। ୧୫ ନଭେମ୍ବରରେ ‘ଜିନ୍ନତ’କୁ କୋର୍ ଏରିଆକୁ ଛଡ଼ାଯାଇଥିଲା। ତେବେ ‘ଝାଡ଼ଖଣ୍ଡରେ ସ୍ବତନ୍ତ୍ର ଟିମ୍ ‘ଜିନ୍ନତ’ ଉପରେ ନଜର ରଖିଛି। ମହାରାଷ୍ଟ୍ର ତଡ଼ବାରୁ ବାଘୁଣୀ ‘ଜିନ୍ନତ’କୁ ଶିମିଳିପାଳ ଅଣାଯାଇଥିଲା।