ଏବେ ବି ଜାରି ରହିଛି ‘ଅପରେସନ ସିନ୍ଦୂର’

'ଅପରେସନ ସିନ୍ଦୂର' ଓ ତତପରେ ଗତକାଲି ପାକିସ୍ତାନ ସହ ଅସ୍ତ୍ରବିରତି ସହମତି ପରେ ନୂଆଦିଲ୍ଲୀରେ ବସିଛି ବେଶ୍ ଗୁରୁତ୍ବପୂର୍ଣ୍ଣ ବୈଠକ । ୭ ଲୋକ କଲ୍ୟାଣ ମାର୍ଗ ସ୍ଥିତ ପ୍ରଧାନମନ୍ତ୍ରୀଙ୍କ ଆବାସରେ ଚାଲିଛି ଏହି ବୈଠକ ।

ଏବେ ବି ଜାରି ରହିଛି ‘ଅପରେସନ ସିନ୍ଦୂର’
Array