ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଦୁର୍ନୀତି ଅଭିଯୋଗର ଭିଜିଲାନ୍ସ ତଦନ୍ତ

ଭବାନୀପାଟଣା,୨୨ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପଲନା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଦୁର୍ନୀତି ହୋଇଥିବା ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ସଡ଼କ, ପିଚୁ ରାସ୍ତା ଉପରେ ୧୦ ଲକ୍ଷ ଟଙ୍କାର ମାଟି ଓ ମୋରମ କାମ ହୋଇଥିବା ଦର୍ଶାଇ ଯୋଜନାରେ ମିଛ ବିଲ କରି ହଡ଼ପ କରାଯାଇଥିବା ଅଭିଯୋଗ ଆସିଛି। ଏଥିରେ ସ୍ଥାନୀୟ ପଞ୍ଚାୟତ ସମେତ କେତେଜଣ ବ୍ଲକ କର୍ମଚାରୀ ସାମିଲ ଥିବା ସନ୍ଦେହ କରାଯାଉଛି। ଏହି ଘଟଣାର ଏବେ କଳାହାଣ୍ଡି ଭିଜିଲାନ୍ସ ବିଭାଗ ତଦନ୍ତ ଆରମ୍ଭ […] The post ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଦୁର୍ନୀତି ଅଭିଯୋଗର ଭିଜିଲାନ୍ସ ତଦନ୍ତ appeared first on Dharitri Odia News.

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଦୁର୍ନୀତି ଅଭିଯୋଗର ଭିଜିଲାନ୍ସ ତଦନ୍ତ

ଭବାନୀପାଟଣା,୨୨ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପଲନା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଦୁର୍ନୀତି ହୋଇଥିବା ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ସଡ଼କ, ପିଚୁ ରାସ୍ତା ଉପରେ ୧୦ ଲକ୍ଷ ଟଙ୍କାର ମାଟି ଓ ମୋରମ କାମ ହୋଇଥିବା ଦର୍ଶାଇ ଯୋଜନାରେ ମିଛ ବିଲ କରି ହଡ଼ପ କରାଯାଇଥିବା ଅଭିଯୋଗ ଆସିଛି। ଏଥିରେ ସ୍ଥାନୀୟ ପଞ୍ଚାୟତ ସମେତ କେତେଜଣ ବ୍ଲକ କର୍ମଚାରୀ ସାମିଲ ଥିବା ସନ୍ଦେହ କରାଯାଉଛି। ଏହି ଘଟଣାର ଏବେ କଳାହାଣ୍ଡି ଭିଜିଲାନ୍ସ ବିଭାଗ ତଦନ୍ତ ଆରମ୍ଭ କରିଛି, ଯାହାକୁ ନେଇ ଜିଲାରେ ଚର୍ଚ୍ଚା ଚାଲିଛି।

The post ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଦୁର୍ନୀତି ଅଭିଯୋଗର ଭିଜିଲାନ୍ସ ତଦନ୍ତ appeared first on Dharitri Odia News.