ଏରସମା ବ୍ଲକ କାର୍ଯ୍ୟଳୟରେ ଯୁଗ୍ମଜନ ଅଭିଯୋଗ ଶୁଣାଣି, ୮୦ ଟି ଅଭିଯୋଗ ପଞ୍ଜିକୃତ

ଜଗତସିଂହପୁର : ଜଗତସିଂହପୁର ଜ଼ିଲ୍ଲାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏରସମା ବ୍ଲକ କାର୍ଯ୍ୟଳୟରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।  ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସମ୍ବିତ ରାଉତ ଏହି ଶିବିରରେ ଉପସ୍ଥିତ ରହି ଲୋକମାନଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ ।  ଏହି ଶିବିରରେ ମୋଟ ୮୦ ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା ଓ ୩ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ଏହି ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ […] The post ଏରସମା ବ୍ଲକ କାର୍ଯ୍ୟଳୟରେ ଯୁଗ୍ମଜନ ଅଭିଯୋଗ ଶୁଣାଣି, ୮୦ ଟି ଅଭିଯୋଗ ପଞ୍ଜିକୃତ appeared first on KNews Odisha.

ଏରସମା ବ୍ଲକ କାର୍ଯ୍ୟଳୟରେ ଯୁଗ୍ମଜନ ଅଭିଯୋଗ ଶୁଣାଣି, ୮୦ ଟି ଅଭିଯୋଗ ପଞ୍ଜିକୃତ
jana sibira sunani

ଜଗତସିଂହପୁର : ଜଗତସିଂହପୁର ଜ଼ିଲ୍ଲାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏରସମା ବ୍ଲକ କାର୍ଯ୍ୟଳୟରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।  ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସମ୍ବିତ ରାଉତ ଏହି ଶିବିରରେ ଉପସ୍ଥିତ ରହି ଲୋକମାନଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ ।  ଏହି ଶିବିରରେ ମୋଟ ୮୦ ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା ଓ ୩ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା ।

ଅନ୍ୟମାନଙ୍କ ମଧ୍ୟରେ ଏହି ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ରାହୁଲ ପି ଆର, ଜିଲ୍ଲା ପରିଷଦ ମୁଖ୍ୟ ବିକାଶ ଅଧିକାରୀ ରବିନାରାୟଣ ଜେଠି ,ଏରସମା ବ୍ଲକ ମଣ୍ଡଳ ଉନ୍ନୟନ ଅଧିକାରୀ ଲମ୍ବୋଦର ଖୁଣ୍ଟିଆ ଓ ଅନ୍ୟ ପ୍ରମୁଖ ଅଧିକାରୀମାନେ ଉପସ୍ଥିତ ଥିଲେ ।

The post ଏରସମା ବ୍ଲକ କାର୍ଯ୍ୟଳୟରେ ଯୁଗ୍ମଜନ ଅଭିଯୋଗ ଶୁଣାଣି, ୮୦ ଟି ଅଭିଯୋଗ ପଞ୍ଜିକୃତ appeared first on KNews Odisha.