ଏସବୁ ଜିଲାକୁ ପ୍ରଥମେ ପଠଗଲା ମାଟ୍ରିକ ପ୍ରଶ୍ନପତ୍ର, ଜାଣନ୍ତୁ ଆପଙ୍କ ଜିଲା ଅଛିକି ନାହିଁ

କଟକ,୧୩।୨: ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫେବୃଆରୀ ୨୦ ତାରିଖରେ ହେବ । ଏନେଇ ସୋମବାରଠାରୁ ପ୍ରଶ୍ନପତ୍ର ବୋର୍ଡ କାର୍ଯ୍ୟାଳୟରୁ ୭ ଜିଲାକୁ ପଠାଯାଇଛି। ଏହି ସବୁ ଜିଲା ଗୁଡ଼ିକ ହେଲା, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, ରାୟଗଡ଼ା, କୋରାପୁଟ, ନୂଆପଡ଼ା ଏବଂ ବରଗଡ଼। ଏସବୁ ଜିଲାକୁ ପ୍ରଥମେ ପ୍ରଶ୍ନପତ୍ର ପଠାଯାଇଛି। The post ଏସବୁ ଜିଲାକୁ ପ୍ରଥମେ ପଠଗଲା ମାଟ୍ରିକ ପ୍ରଶ୍ନପତ୍ର, ଜାଣନ୍ତୁ ଆପଙ୍କ ଜିଲା ଅଛିକି ନାହିଁ appeared first on Dharitri Odia News.

ଏସବୁ ଜିଲାକୁ ପ୍ରଥମେ ପଠଗଲା ମାଟ୍ରିକ ପ୍ରଶ୍ନପତ୍ର, ଜାଣନ୍ତୁ ଆପଙ୍କ ଜିଲା ଅଛିକି ନାହିଁ

କଟକ,୧୩।୨: ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫେବୃଆରୀ ୨୦ ତାରିଖରେ ହେବ । ଏନେଇ ସୋମବାରଠାରୁ ପ୍ରଶ୍ନପତ୍ର ବୋର୍ଡ କାର୍ଯ୍ୟାଳୟରୁ ୭ ଜିଲାକୁ ପଠାଯାଇଛି। ଏହି ସବୁ ଜିଲା ଗୁଡ଼ିକ ହେଲା, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, ରାୟଗଡ଼ା, କୋରାପୁଟ, ନୂଆପଡ଼ା ଏବଂ ବରଗଡ଼। ଏସବୁ ଜିଲାକୁ ପ୍ରଥମେ ପ୍ରଶ୍ନପତ୍ର ପଠାଯାଇଛି।

The post ଏସବୁ ଜିଲାକୁ ପ୍ରଥମେ ପଠଗଲା ମାଟ୍ରିକ ପ୍ରଶ୍ନପତ୍ର, ଜାଣନ୍ତୁ ଆପଙ୍କ ଜିଲା ଅଛିକି ନାହିଁ appeared first on Dharitri Odia News.