ଏସିଆନ ପେଣ୍ଟସ୍ର ନୂତନ ଅଭିଯାନ
ଭୁବନେଶ୍ୱର, ୮।୬: ଭାରତର ଅଗ୍ରଣୀ ପେଣ୍ଟ ଆଣ୍ଡ ଡେକୋର କମ୍ପାନୀ ‘ଏସିଆନ ପେଣ୍ଟସ’ର ନୂତନ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୫ରୁ ୧୪ ବର୍ଷ ବୟସର ଯୁବ କ୍ରିକେଟ ଉତ୍ସାହୀଙ୍କ ପାଇଁ ‘କ୍ରିକେଟ ସ୍କଲାରସିପ ପାୱରଡ ବାଇ ନିଓଭାରତ’ର ଶୁଭାରମ୍ଭ ହୋଇଛି। ସେହିଭଳି କମ୍ପାନୀର ଏହି ପ୍ରୟାସ ତା’ର ବ୍ରାଣ୍ଡ ଉଦ୍ଦେଶ୍ୟ ‘ହରଘର ଖେଲେଗା, ହରଘର ଖିଲେଗା’କୁ ପ୍ରତିଫଳିତ କରୁଛି,ଯାହା ପ୍ରତ୍ୟେକ ପରିବାରରେ ପ୍ରଗତି ଓ ଅଭିବୃଦ୍ଧି ନିମନ୍ତେ ସୁଯୋଗ ଯୋଗାଇଦେବାର ଆନ୍ତରିକ ପ୍ରତିବଦ୍ଧତାକୁ ପ୍ରଦର୍ଶିତ […] The post ଏସିଆନ ପେଣ୍ଟସ୍ର ନୂତନ ଅଭିଯାନ appeared first on Dharitri Odia News.
ଭୁବନେଶ୍ୱର, ୮।୬: ଭାରତର ଅଗ୍ରଣୀ ପେଣ୍ଟ ଆଣ୍ଡ ଡେକୋର କମ୍ପାନୀ ‘ଏସିଆନ ପେଣ୍ଟସ’ର ନୂତନ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୫ରୁ ୧୪ ବର୍ଷ ବୟସର ଯୁବ କ୍ରିକେଟ ଉତ୍ସାହୀଙ୍କ ପାଇଁ ‘କ୍ରିକେଟ ସ୍କଲାରସିପ ପାୱରଡ ବାଇ ନିଓଭାରତ’ର ଶୁଭାରମ୍ଭ ହୋଇଛି। ସେହିଭଳି କମ୍ପାନୀର ଏହି ପ୍ରୟାସ ତା’ର ବ୍ରାଣ୍ଡ ଉଦ୍ଦେଶ୍ୟ ‘ହରଘର ଖେଲେଗା, ହରଘର ଖିଲେଗା’କୁ ପ୍ରତିଫଳିତ କରୁଛି,ଯାହା ପ୍ରତ୍ୟେକ ପରିବାରରେ ପ୍ରଗତି ଓ ଅଭିବୃଦ୍ଧି ନିମନ୍ତେ ସୁଯୋଗ ଯୋଗାଇଦେବାର ଆନ୍ତରିକ ପ୍ରତିବଦ୍ଧତାକୁ ପ୍ରଦର୍ଶିତ କରୁଛି। ଅପରପକ୍ଷରେ କମ୍ପାନୀର ବ୍ରାଣ୍ଡ ଆମ୍ବାସାଡର ବିରାଟ କୋହଲିଙ୍କୁ ନେଇ ଏକ ପ୍ରଚାର ଅଭିଯାନ ଆରମ୍ଭ ସହିତ ଏସିଆନ ପେଣ୍ଟସ ଉଭୟ ପିତାମାତା ଓ ପିଲାମାନଙ୍କୁ ଏହି ସୁଯୋଗର ସଦ ବ୍ୟବହାର କରିବା ଏବଂ କ୍ରିକେଟ ସ୍କଲାରସିପ ନିମନ୍ତେ ନାମ ଅନ୍ତର୍ଭୁକ୍ତ କରାଇବାକୁ ପ୍ରେରଣା ଦେବା ଲକ୍ଷ୍ୟ ରଖୁଛି। ସେହିପରି କମ୍ପାନୀର ଏହି ପ୍ରୟାସ ଭାରତର ଟିୟର ୨ ଓ ୩ ବଜାରଗୁଡିକରେ ଆକାଂକ୍ଷୀ ଭାରତୀୟଙ୍କୁ ସଶକ୍ତ କରିବା ନିମନ୍ତେ ନିଓଭାରତ ଲକ୍ଷ୍ୟର ଅଂଶ ବିଶେଷ ହୋଇଥିଲାବେଳେ ଏହା ଉଦୀୟମାନ କ୍ରିକେଟ ପ୍ରତିଭା ଅନ୍ବେଷଣ ଏବଂ ସେମାନଙ୍କର ପରିପୋଷଣ ସହିତ ସେମାନଙ୍କୁ ସେମାନଙ୍କର କୁଶଳତାକୁ ଅଧିକ ପରିପୁଷ୍ଟ କରିବା ଏବଂ ସେମାନଙ୍କର ଆଗ୍ରହକୁ ନେଇ ଆଗକୁ ବଢିବା ପାଇଁ ଲକ୍ଷ୍ୟ ରଖିଛି। ନିଓଭାରତ ସମର୍ଥନ ଦ୍ୱାରା ପରିଚାଳିତ ଏହି କ୍ରିକେଟ ସ୍କଲାରସିପ ଅଧୀନରେ ୧୦୦ଉଦୀୟମାନ ଯୁବ ବଗର୍କଙ୍କ ମଧ୍ୟରୁ ପ୍ରତ୍ୟେକଙ୍କୁ ୨ଲକ୍ଷ ଟଙ୍କାର ସ୍କଲାରସିପ ପ୍ରଦାନ କରାଯିବ। ଏକ ବୃତ୍ତିଗତ ଖେଳ ସେଟ ଅପରେ ପ୍ରଦର୍ଶନ କରାଯାଉଥିବା କୁଶଳତା ଆଧାରରେ ଦୁଇଜଣ ପ୍ରାକ୍ତନ କ୍ରିକେଟରଙ୍କ ଦ୍ୱାରା ଆବେଦନପତ୍ରଗୁଡିକର ମୂଲ୍ୟାୟନ କରାଯିବ। ଏହି କ୍ରିକେଟ ସ୍କଲାରସିପ ନିମନ୍ତେ ଆବେଦନ ୨୦୨୪ ଜୁନ ୩୦ ପର୍ଯ୍ୟନ୍ତ ଉନ୍ମୁକ୍ତ ରହିଛି, ଯାହା ନିଓଭାରତ ଏସିଆନ ପେଣ୍ଟ ଓ ୱେବସାଇଟ-https://www.asianpaints.com/products/paints-and-textures/interior-walls/plain-finishes/neobha
The post ଏସିଆନ ପେଣ୍ଟସ୍ର ନୂତନ ଅଭିଯାନ appeared first on Dharitri Odia News.