ଏହି ଅଧିକାରୀ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ଭୁବନେଶ୍ୱର,୧୭ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି ୨୦୧୧ ବ୍ୟାଚ୍ ଆଇଏଏସ ଅଫିସର ତଥା କଟକ ଜିଲାପାଳ ଅରିନ୍ଦମ ଡାକୁଆ। ସେହିପରି ୨୦୧୨ ବ୍ୟାଚ୍ ଆଇଏଏସ ଅଫିସର ଜଗତସିଂହପୁର ଜିଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। ଦୁହିଁଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। The post ଏହି ଅଧିକାରୀ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ appeared first on Dharitri Odia News.

ଏହି ଅଧିକାରୀ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ଭୁବନେଶ୍ୱର,୧୭ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି ୨୦୧୧ ବ୍ୟାଚ୍ ଆଇଏଏସ ଅଫିସର ତଥା କଟକ ଜିଲାପାଳ ଅରିନ୍ଦମ ଡାକୁଆ। ସେହିପରି ୨୦୧୨ ବ୍ୟାଚ୍ ଆଇଏଏସ ଅଫିସର ଜଗତସିଂହପୁର ଜିଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। ଦୁହିଁଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

The post ଏହି ଅଧିକାରୀ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ appeared first on Dharitri Odia News.