ଏହି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା:ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୧।୪: ଆସନ୍ତା ନିର୍ବାଚନକୁ ନେଇ ଏବେ ରାଜ୍ୟରେ ରାଜନୀତି ସରଗରମ ରହିଛି। ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ନେଇ ନାମାଙ୍କନ ପ୍ରକ୍ରିୟ ମଧ୍ୟ ଆରମ୍ଭ ହୋଇଯାଇଛି। ଏସବୁ ଭିତରେ ଭାଜପା ପକ୍ଷରୁ ରବିବାର ଜୟପୁର ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଗୌତମ ସାମନ୍ତରାୟଙ୍କୁ ଏଠାରୁ ଦଳ ପ୍ରାର୍ଥୀ କରିଛି। ପୂର୍ବରୁ ବିଜେଡି ଏବଂ କଂଗ୍ରେସ ଏଠାରୁ ପ୍ରାର୍ଥୀ ଘେଷଣା କରିସାରିଛି। ବିଜେଡି ଇନ୍ଦିରା ନନ୍ଦଙ୍କୁ ଟିକେଟ୍‌ ଦେଇଥିବାବେଳେ କଂଗ୍ରେସ ତାରା ବାହିନୀପତିଙ୍କୁ ଟିକେଟ୍‌ ଦେଇଛି। The post ଏହି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା:ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌ appeared first on Dharitri Odia News.

ଏହି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା:ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୧।୪: ଆସନ୍ତା ନିର୍ବାଚନକୁ ନେଇ ଏବେ ରାଜ୍ୟରେ ରାଜନୀତି ସରଗରମ ରହିଛି। ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ନେଇ ନାମାଙ୍କନ ପ୍ରକ୍ରିୟ ମଧ୍ୟ ଆରମ୍ଭ ହୋଇଯାଇଛି। ଏସବୁ ଭିତରେ ଭାଜପା ପକ୍ଷରୁ ରବିବାର ଜୟପୁର ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଗୌତମ ସାମନ୍ତରାୟଙ୍କୁ ଏଠାରୁ ଦଳ ପ୍ରାର୍ଥୀ କରିଛି। ପୂର୍ବରୁ ବିଜେଡି ଏବଂ କଂଗ୍ରେସ ଏଠାରୁ ପ୍ରାର୍ଥୀ ଘେଷଣା କରିସାରିଛି। ବିଜେଡି ଇନ୍ଦିରା ନନ୍ଦଙ୍କୁ ଟିକେଟ୍‌ ଦେଇଥିବାବେଳେ କଂଗ୍ରେସ ତାରା ବାହିନୀପତିଙ୍କୁ ଟିକେଟ୍‌ ଦେଇଛି।

The post ଏହି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା:ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌ appeared first on Dharitri Odia News.