ଏହି ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ!

ଭୁବନେଶ୍ୱର, ୪।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ ଭାବେ ୨୦୦୬ ବ୍ୟାଚ ଆଇଏଏସ ମନୋଜ କୁମାର ସାହୁଙ୍କୁ ନିଯୁକ୍ତ କରାଯାଇପାରେ। ଏନେଇ ଓଡ଼ିଶା ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଥିବା ଜଣାପଡିଛି । ତେବେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନୋଜ କୁମାର ସାହୁଙ୍କ ବ୍ୟତିତ ଆଇଏଏସ ସୁଧାଂଶୁ ମୋହନ ସାମଲ, ଅରିନ୍ଦମ ଡାକୁଆ ଓ ଅନୁପମ ଶାହଙ୍କ ନାଁକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି। ହେଲେ ଏହାକୁ ନେଇ ଏବେ ସ୍ପଷ୍ଟ ହୋଇନାହିଁ। The post ଏହି ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ! appeared first on Dharitri Odia News.

ଏହି ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ!

ଭୁବନେଶ୍ୱର, ୪।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ ଭାବେ ୨୦୦୬ ବ୍ୟାଚ ଆଇଏଏସ ମନୋଜ କୁମାର ସାହୁଙ୍କୁ ନିଯୁକ୍ତ କରାଯାଇପାରେ। ଏନେଇ ଓଡ଼ିଶା ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଥିବା ଜଣାପଡିଛି । ତେବେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନୋଜ କୁମାର ସାହୁଙ୍କ ବ୍ୟତିତ ଆଇଏଏସ ସୁଧାଂଶୁ ମୋହନ ସାମଲ, ଅରିନ୍ଦମ ଡାକୁଆ ଓ ଅନୁପମ ଶାହଙ୍କ ନାଁକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି। ହେଲେ ଏହାକୁ ନେଇ ଏବେ ସ୍ପଷ୍ଟ ହୋଇନାହିଁ।

The post ଏହି ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ! appeared first on Dharitri Odia News.