ଏହି ୧୬ ଆସନରେ ପ୍ରାର୍ଥୀ ଘୋଷଣା କରିନି ଭାଜପା

ଭୁବନେଶ୍ୱର, ୧୭ା୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ଭାଜପା ତା’ର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦ୍ୱିତୀୟ ପର୍ଯ୍ୟାୟରେ ଦଳ ପକ୍ଷରୁ ଆଉ ୨୧ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ୨ ଜଣ ପ୍ରାର୍ଥୀଙ୍କୁ ପରିବର୍ତ୍ତନ କରାଯାଇଛି। ଗତ ୨ତାରିଖରେ ଦଳ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୧୧୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଥିଲା। ଦଳ ଏବେ ସୁଦ୍ଧା ମୋଟ ୧୩୧ ଆସନରେ ପ୍ରାର୍ଥୀ ଘୋଷଣା କରିଥିବାବେଳେ ୧୬ଟି […] The post ଏହି ୧୬ ଆସନରେ ପ୍ରାର୍ଥୀ ଘୋଷଣା କରିନି ଭାଜପା appeared first on Dharitri Odia News.

ଏହି ୧୬ ଆସନରେ ପ୍ରାର୍ଥୀ ଘୋଷଣା କରିନି ଭାଜପା

ଭୁବନେଶ୍ୱର, ୧୭ା୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ଭାଜପା ତା’ର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦ୍ୱିତୀୟ ପର୍ଯ୍ୟାୟରେ ଦଳ ପକ୍ଷରୁ ଆଉ ୨୧ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ୨ ଜଣ ପ୍ରାର୍ଥୀଙ୍କୁ ପରିବର୍ତ୍ତନ କରାଯାଇଛି। ଗତ ୨ତାରିଖରେ ଦଳ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୧୧୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଥିଲା। ଦଳ ଏବେ ସୁଦ୍ଧା ମୋଟ ୧୩୧ ଆସନରେ ପ୍ରାର୍ଥୀ ଘୋଷଣା କରିଥିବାବେଳେ ୧୬ଟି ଆସନ ବାକି ରହିଛି। ବାକି ରହିଥିବା ୧୬ଟି ଆସନ ମଧ୍ୟରେ ଅଛି
ତେଲକୋଇ, ଘସିପୁରା, ଚମ୍ପୁଆ, ଭୋଗରାଇ, ବସ୍ତା, ନୀଳଗିରି, ଭଣ୍ଡାରୀପୋଖରୀ, ବାସୁଦେବପୁର, ବରୀ, ହିନ୍ଦୋଳ, ବାରବାଟୀ-କଟକ, ସାଲେପୁର, କେନ୍ଦ୍ରାପଡ଼ା, ବେଗୁନିଆ, ଖୋର୍ଦ୍ଧା ଓ ଜୟପୁର।

The post ଏହି ୧୬ ଆସନରେ ପ୍ରାର୍ଥୀ ଘୋଷଣା କରିନି ଭାଜପା appeared first on Dharitri Odia News.