ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀଙ୍କୁ ଦଳ ଟିକେଟ୍‌ ଦେଇନି। ସେହିପରି ସିମୁଳିଆ ବିଧାୟକ ଜ୍ୟୋତି ପାଣିଗ୍ରାହୀ, ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀ, କେନ୍ଦ୍ରାପଡ଼ା ବିଧାୟକ ଶଶି ବେହେରାଙ୍କର ଟିକେଟ୍‌କାଟିଛି ଦଳ। ଯାହା ପରେ ଏଥିରୁ ଜଣାପଡୁଛି ଯେ ବିଜେଡି ଆଉ ପୁରୁଖା ନେତାଙ୍କ ଉପରେ ଭରସା କରୁନାହିଁ। The post ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌ appeared first on Dharitri Odia News.

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀଙ୍କୁ ଦଳ ଟିକେଟ୍‌ ଦେଇନି।

ସେହିପରି ସିମୁଳିଆ ବିଧାୟକ ଜ୍ୟୋତି ପାଣିଗ୍ରାହୀ, ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀ, କେନ୍ଦ୍ରାପଡ଼ା ବିଧାୟକ ଶଶି ବେହେରାଙ୍କର ଟିକେଟ୍‌କାଟିଛି ଦଳ। ଯାହା ପରେ ଏଥିରୁ ଜଣାପଡୁଛି ଯେ ବିଜେଡି ଆଉ ପୁରୁଖା ନେତାଙ୍କ ଉପରେ ଭରସା କରୁନାହିଁ।

The post ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌ appeared first on Dharitri Odia News.