ଏହିଦିନ ଆସିବ +୨ ରେଜଲ୍ଟ, ସିଏଚ୍ଏସ୍ଇର ସୂଚନା
ଭୁବନେଶ୍ୱର,୨୨ା୫: ଆସନ୍ତା ୨୬ ତାରିଖ ଅପରାହ୍ନରେ ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ। ଏକାସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇବ ବୋଲି ସିଏଚ୍ଏସ୍ଇ ପକ୍ଷରୁ ସୂଚନା ମିଳିଛି। www.orissaresults.nic.inରେ ଲଗ୍ ଇନ୍ କରି ଛାତ୍ରୀଛାତ୍ର ସେମାନଙ୍କ ରେଜଲ୍ଟ ଦେଖିପାରିବେ। ସୂଚନାଯୋଗ୍ୟ, ଫେବୃଆରୀ ୧୬ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିଥିଲା। ଚଳିତ ବର୍ଷ ୩ ଲକ୍ଷ ୮୬ହଜାର ୨୫୦ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି। The post ଏହିଦିନ ଆସିବ +୨ ରେଜଲ୍ଟ, ସିଏଚ୍ଏସ୍ଇର ସୂଚନା appeared first on Dharitri Odia News.
ଭୁବନେଶ୍ୱର,୨୨ା୫: ଆସନ୍ତା ୨୬ ତାରିଖ ଅପରାହ୍ନରେ ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ। ଏକାସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇବ ବୋଲି ସିଏଚ୍ଏସ୍ଇ ପକ୍ଷରୁ ସୂଚନା ମିଳିଛି। www.orissaresults.nic.inରେ ଲଗ୍ ଇନ୍ କରି ଛାତ୍ରୀଛାତ୍ର ସେମାନଙ୍କ ରେଜଲ୍ଟ ଦେଖିପାରିବେ।
ସୂଚନାଯୋଗ୍ୟ, ଫେବୃଆରୀ ୧୬ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିଥିଲା। ଚଳିତ ବର୍ଷ ୩ ଲକ୍ଷ ୮୬ହଜାର ୨୫୦ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି।
The post ଏହିଦିନ ଆସିବ +୨ ରେଜଲ୍ଟ, ସିଏଚ୍ଏସ୍ଇର ସୂଚନା appeared first on Dharitri Odia News.