ଓଡ଼ିଶା ଆସିବେ ମୋଦି: ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ସାମିଲ ହୋଇ…
ଭୁବନେଶ୍ୱର,୫ା୬: ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବାର ମୁଖ୍ୟ ଉଦ୍ଦେଶ୍ୟ ହେଲା ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ପାଳନ ଉତ୍ସବରେ ସାମିଲ ହେବେ। ତେବେ ପ୍ରଧାନମନ୍ତ୍ରୀ ଜୁନ୍ ୧୧ କିମ୍ବା ୧୨ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ସୂଚନା ଥାଉକି, ଜୁନ୍ ୧୨ରେ ମୋହନ ସରକାରଙ୍କୁ ବର୍ଷେ ପୂରିବ। ଏନେଇ ଜନତା ମଇଦାନରେ ବିଶେଷ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ଏହି ସମାରୋହ ଚାଲିବ। ଏଥିରେ ପ୍ରଧାନମନ୍ତ୍ରୀ […] The post ଓଡ଼ିଶା ଆସିବେ ମୋଦି: ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ସାମିଲ ହୋଇ… appeared first on Dharitri Odia News.
ଭୁବନେଶ୍ୱର,୫ା୬: ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବାର ମୁଖ୍ୟ ଉଦ୍ଦେଶ୍ୟ ହେଲା ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ପାଳନ ଉତ୍ସବରେ ସାମିଲ ହେବେ। ତେବେ ପ୍ରଧାନମନ୍ତ୍ରୀ ଜୁନ୍ ୧୧ କିମ୍ବା ୧୨ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି।
ସୂଚନା ଥାଉକି, ଜୁନ୍ ୧୨ରେ ମୋହନ ସରକାରଙ୍କୁ ବର୍ଷେ ପୂରିବ। ଏନେଇ ଜନତା ମଇଦାନରେ ବିଶେଷ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ଏହି ସମାରୋହ ଚାଲିବ। ଏଥିରେ ପ୍ରଧାନମନ୍ତ୍ରୀ ଯୋଗ ଦେଇ ଓଡ଼ିଶାବାସୀଙ୍କୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଥିବା ତାଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ।
The post ଓଡ଼ିଶା ଆସିବେ ମୋଦି: ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ସାମିଲ ହୋଇ… appeared first on Dharitri Odia News.