ଓଡ଼ିଶା ଆସିବେ ସୋନିଆ, ରାହୁଲ
ଭୁବନେଶ୍ୱର,୧୦ା୪: ଓଡ଼ିଶା ଆସିବେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ। କୋରାପୁଟ ଗସ୍ତରେ ପ୍ରଚାର ପାଇଁ ଆସିବେ ସୋନିଆ ଏବଂ ରାହୁଲ। ଏନେଇ ସୂଚନା ଦେଇଛନ୍ତି କୋରାପୁଟ ଏମ୍ପି ସପ୍ତଗିରି ଉଲାକା। ମେ’ ପ୍ରଥମ ସପ୍ତାହରେ ସୋନିଆ ଏବଂ ରାହୁଲ ଓଡ଼ିଶା ଗସ୍ତରେ ଆସିବେ। କୋରାପୁଟରେ ସୋନିଆ କଂଗ୍ରେସ ପାଇଁ ପ୍ରଚାର କରିବାର କାର୍ଯ୍ୟକ୍ରମ ଥିବା ବେଳେ ରାୟଗଡ଼ା ଗସ୍ତରେ ଆସି ପ୍ରଚାର କରିବେ ପୂର୍ବତନ ଏଆଇସିସି ସଭାପତି ରାହୁଲ ଗାନ୍ଧୀ। The post ଓଡ଼ିଶା ଆସିବେ ସୋନିଆ, ରାହୁଲ appeared first on Dharitri Odia News.
ଭୁବନେଶ୍ୱର,୧୦ା୪: ଓଡ଼ିଶା ଆସିବେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ। କୋରାପୁଟ ଗସ୍ତରେ ପ୍ରଚାର ପାଇଁ ଆସିବେ ସୋନିଆ ଏବଂ ରାହୁଲ। ଏନେଇ ସୂଚନା ଦେଇଛନ୍ତି କୋରାପୁଟ ଏମ୍ପି ସପ୍ତଗିରି ଉଲାକା। ମେ’ ପ୍ରଥମ ସପ୍ତାହରେ ସୋନିଆ ଏବଂ ରାହୁଲ ଓଡ଼ିଶା ଗସ୍ତରେ ଆସିବେ। କୋରାପୁଟରେ ସୋନିଆ କଂଗ୍ରେସ ପାଇଁ ପ୍ରଚାର କରିବାର କାର୍ଯ୍ୟକ୍ରମ ଥିବା ବେଳେ ରାୟଗଡ଼ା ଗସ୍ତରେ ଆସି ପ୍ରଚାର କରିବେ ପୂର୍ବତନ ଏଆଇସିସି ସଭାପତି ରାହୁଲ ଗାନ୍ଧୀ।
The post ଓଡ଼ିଶା ଆସିବେ ସୋନିଆ, ରାହୁଲ appeared first on Dharitri Odia News.