ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ: ଏହିଭଳି ରହିବ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୨।୭: ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ରାଷ୍ଟ୍ରପତି ଭୁବନେଶ୍ୱର, ପୁରୀ, ଏବଂ ଖୋର୍ଦ୍ଧା ଆଦି ଅଞ୍ଚଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତିଙ୍କ ଗସ୍ତ ଏବଂ ରହଣି ଅଞ୍ଚଳକୁ ନୋ ଡ୍ରୋନ୍‌ ଜୋନ୍‌ ତଥା ନୋ ଫ୍ଲାଇଂ ଜୋନ୍‌ ଘୋଷଣା କରାଯାଇଛି। ଏନେଇ ରାଜ୍ୟ ଗୁଇନ୍ଦା ନିର୍ଦ୍ଦେଶାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏପରିକି […] The post ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ: ଏହିଭଳି ରହିବ ସୁରକ୍ଷା ବ୍ୟବସ୍ଥା appeared first on Dharitri Odia News.

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ: ଏହିଭଳି ରହିବ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୨।୭: ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ରାଷ୍ଟ୍ରପତି ଭୁବନେଶ୍ୱର, ପୁରୀ, ଏବଂ ଖୋର୍ଦ୍ଧା ଆଦି ଅଞ୍ଚଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।

ଏହି ପରିପ୍ରେକ୍ଷୀରେ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତିଙ୍କ ଗସ୍ତ ଏବଂ ରହଣି ଅଞ୍ଚଳକୁ ନୋ ଡ୍ରୋନ୍‌ ଜୋନ୍‌ ତଥା ନୋ ଫ୍ଲାଇଂ ଜୋନ୍‌ ଘୋଷଣା କରାଯାଇଛି। ଏନେଇ ରାଜ୍ୟ ଗୁଇନ୍ଦା ନିର୍ଦ୍ଦେଶାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏପରିକି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି ପାଳନ କରିବାକୁ ନିର୍ଦ୍ଦେଶନାମା ଜାରି ହୋଇଛି।

The post ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ: ଏହିଭଳି ରହିବ ସୁରକ୍ଷା ବ୍ୟବସ୍ଥା appeared first on Dharitri Odia News.