ଓଡ଼ିଶା ପାଲଟିଛି ବ୍ରାଉନସୁଗାର ହବ୍
ଭୁବନେଶ୍ୱର,୧୭।୩: ପ୍ରତ୍ୟେକ ଦିନ ନିଶା କାରବାରରେ ଅନେକ ଧରାପଡ଼ି ଜେଲ୍କୁ ଯାଇଥାନ୍ତି। ଏହା ଏକ ନିତିଦିନିଆ ଘଟଣା ହୋଇଥିବା ବେଳେ ବ୍ରାଉନସୁଗାର ହବ୍ ପାଲଟିଛି ଓଡ଼ିଶା। ଏ ନେଇ ଗୃହରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଲିଖିତ ଉତ୍ତର ରଖିଛନ୍ତି। ୩ ବର୍ଷରେ ୭୭.୩୪୪ କେଜି ବ୍ରାଉନସୁଗାର ଜବତ ହୋଇଛି। ୫୯୨୦ଟି ମାମଲାରେ ଗିରଫ ହୋଇଛନ୍ତି ୭୨୮୯ ଜଣ। ସେହିଭଳି ୪୪୩୬.୭୬ କ୍ବିଣ୍ଟାଲ ଗଞ୍ଜେଇ ମଧ୍ୟ ଜବତ ହୋଇଛି। The post ଓଡ଼ିଶା ପାଲଟିଛି ବ୍ରାଉନସୁଗାର ହବ୍ appeared first on Dharitri Odia News.
ଭୁବନେଶ୍ୱର,୧୭।୩: ପ୍ରତ୍ୟେକ ଦିନ ନିଶା କାରବାରରେ ଅନେକ ଧରାପଡ଼ି ଜେଲ୍କୁ ଯାଇଥାନ୍ତି। ଏହା ଏକ ନିତିଦିନିଆ ଘଟଣା ହୋଇଥିବା ବେଳେ ବ୍ରାଉନସୁଗାର ହବ୍ ପାଲଟିଛି ଓଡ଼ିଶା। ଏ ନେଇ ଗୃହରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଲିଖିତ ଉତ୍ତର ରଖିଛନ୍ତି। ୩ ବର୍ଷରେ ୭୭.୩୪୪ କେଜି ବ୍ରାଉନସୁଗାର ଜବତ ହୋଇଛି। ୫୯୨୦ଟି ମାମଲାରେ ଗିରଫ ହୋଇଛନ୍ତି ୭୨୮୯ ଜଣ।
ସେହିଭଳି ୪୪୩୬.୭୬ କ୍ବିଣ୍ଟାଲ ଗଞ୍ଜେଇ ମଧ୍ୟ ଜବତ ହୋଇଛି।
The post ଓଡ଼ିଶା ପାଲଟିଛି ବ୍ରାଉନସୁଗାର ହବ୍ appeared first on Dharitri Odia News.