ଓଡ଼ିଶାକୁ ୧୦ ହଜାର ୫୮୬ କୋଟି ଟଙ୍କାର ଅନୁଦାନ

ରେଳ ବଜେଟ୍‌ରେ ଓଡ଼ିଶା ପାଇଁ ରେକର୍ଡ଼ ପରିମାଣରେ ଅର୍ଥ ଦିଆଯାଇଛି। ଏଥର ବଜେଟରେ ୧୦ ହଜାର ୫୮୬ କୋଟି ଟଙ୍କାର ଅନୁଦାନ ଦିଆଯାଇଛି।

ଓଡ଼ିଶାକୁ ୧୦ ହଜାର ୫୮୬ କୋଟି ଟଙ୍କାର ଅନୁଦାନ

ରେଳ ବଜେଟ୍‌ରେ ଓଡ଼ିଶା ପାଇଁ ରେକର୍ଡ଼ ପରିମାଣରେ ଅର୍ଥ ଦିଆଯାଇଛି। ଏଥର ବଜେଟରେ ୧୦ ହଜାର ୫୮୬ କୋଟି ଟଙ୍କାର ଅନୁଦାନ ଦିଆଯାଇଛି। ଏଥିସହ ୫୯ ରେଳ ଷ୍ଟେସନ୍‌କୁ ଅମୃତ ଭାରତ ଷ୍ଟେସନ୍‌ ଯୋଜନାରେ ସାମିଲ୍‌ କରାଯାଇଛି। ଆଜି ଏନେଇ ଘୋଷଣା କରିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।