ଓଡ଼ିଶାବାସୀଙ୍କୁ ମତଦାନ ପାଇଁ ଅପିଲ କଲେ ମୋଦି
ନୂଆଦିଲ୍ଲୀ,୧୩ା୫: ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଥିବା ବେଳେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆ ‘ଏକ୍ସ’ରେ ଓଡ଼ିଶାବାସୀଙ୍କୁ ମତଦାନ କରିବାକୁ ଅପିଲ କରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ମୁଁ ରାଜ୍ୟବାସୀଙ୍କୁ ମତଦାନ ସାବ୍ୟସ୍ତ କରିବାକୁ ଅପିଲ କରୁଛି। ଆପଣଙ୍କ ଭୋଟ୍ ଆପଣଙ୍କ ସ୍ବର। ଏହାକୁ ଦୃଢ଼ ଓ ସ୍ପଷ୍ଟ ଭାବରେ ଉତ୍ତୋଳନ କରନ୍ତୁ ବୋଲି ପ୍ରଧାନମନ୍ତ୍ରୀ ଲେଖିଛନ୍ତି। The post ଓଡ଼ିଶାବାସୀଙ୍କୁ ମତଦାନ ପାଇଁ ଅପିଲ କଲେ ମୋଦି appeared first on Dharitri Odia News.
ନୂଆଦିଲ୍ଲୀ,୧୩ା୫: ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଥିବା ବେଳେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆ ‘ଏକ୍ସ’ରେ ଓଡ଼ିଶାବାସୀଙ୍କୁ ମତଦାନ କରିବାକୁ ଅପିଲ କରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ମୁଁ ରାଜ୍ୟବାସୀଙ୍କୁ ମତଦାନ ସାବ୍ୟସ୍ତ କରିବାକୁ ଅପିଲ କରୁଛି। ଆପଣଙ୍କ ଭୋଟ୍ ଆପଣଙ୍କ ସ୍ବର। ଏହାକୁ ଦୃଢ଼ ଓ ସ୍ପଷ୍ଟ ଭାବରେ ଉତ୍ତୋଳନ କରନ୍ତୁ ବୋଲି ପ୍ରଧାନମନ୍ତ୍ରୀ ଲେଖିଛନ୍ତି।
The post ଓଡ଼ିଶାବାସୀଙ୍କୁ ମତଦାନ ପାଇଁ ଅପିଲ କଲେ ମୋଦି appeared first on Dharitri Odia News.