ଓଡ଼ିଶାର ଆଉ ଏହି ୩ଟି ସ୍ଥାନରେ ଲାଗିବ ଡପଲର ରାଡାର
ଭୁବନେଶ୍ୱର,୨୩।୧୨: ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ ବୋଲି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ସୂଚନା ଦେଇଛନ୍ତି। ଓଡ଼ିଶାର ପାରାଦୀପ ଏବଂ ଗୋପାଳପୁରରେ ୨ଟି ଡପଲର ରାଡାର ରହିଛି। ବର୍ତ୍ତମାନ ଆଉ ୩ଟି ସ୍ଥାନରେ ଏହି ରାଡାର ଲାଗିବ। ଭୁବନେଶ୍ବର, ବାଲେଶ୍ବର ଏବଂ ସମ୍ବଲପୁରରେ ଖୁବଶୀଘ୍ର ଡପଲର ରାଡାର ଲାଗିବ। ଏହା ଦ୍ବାରା ପ୍ରାକୃତିକ ବିପର୍ଯ୍ୟୟ ଆକଳନ ଆହୁରି ସଠିକ ହୋଇପାରିବ। ଅନ୍ୟପକ୍ଷରେ ଦେଶରେ ୭୩ଟି […] The post ଓଡ଼ିଶାର ଆଉ ଏହି ୩ଟି ସ୍ଥାନରେ ଲାଗିବ ଡପଲର ରାଡାର appeared first on Dharitri Odia News.
ଭୁବନେଶ୍ୱର,୨୩।୧୨: ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ ବୋଲି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ସୂଚନା ଦେଇଛନ୍ତି। ଓଡ଼ିଶାର ପାରାଦୀପ ଏବଂ ଗୋପାଳପୁରରେ ୨ଟି ଡପଲର ରାଡାର ରହିଛି। ବର୍ତ୍ତମାନ ଆଉ ୩ଟି ସ୍ଥାନରେ ଏହି ରାଡାର ଲାଗିବ। ଭୁବନେଶ୍ବର, ବାଲେଶ୍ବର ଏବଂ ସମ୍ବଲପୁରରେ ଖୁବଶୀଘ୍ର ଡପଲର ରାଡାର ଲାଗିବ। ଏହା ଦ୍ବାରା ପ୍ରାକୃତିକ ବିପର୍ଯ୍ୟୟ ଆକଳନ ଆହୁରି ସଠିକ ହୋଇପାରିବ।
ଅନ୍ୟପକ୍ଷରେ ଦେଶରେ ୭୩ଟି ରାଡାର ରହିଛି। ୨୦୨୬ ସୁଦ୍ଧା ଏହାକୁ ୧୨୬ରେ ପହଞ୍ଚାଇବା ପାଇଁ ସରକାରଙ୍କ ପକ୍ଷରୁ ଲକ୍ଷ୍ୟ ରଖାଯାଇଛି।
The post ଓଡ଼ିଶାର ଆଉ ଏହି ୩ଟି ସ୍ଥାନରେ ଲାଗିବ ଡପଲର ରାଡାର appeared first on Dharitri Odia News.