ଓଡ଼ିଶାର ପଦ୍ମ ସମ୍ମାନପ୍ରାପ୍ତଙ୍କୁ ଦିଆଯିବ ମାସିକ ୨୫ହଜାର ଟଙ୍କା, ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର ୧୩।୩: ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ । ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ । ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନ ମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ଯ୍ୟ ଦ୍ୱାରା ଓଡିଶାର ଗୌରବ ବୃଦ୍ଧି କରିଛନ୍ତି ।ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ବରୂପ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଚଳିତ ବର୍ଷ ଅପ୍ରେଲ ମାସ ଠାରୁ ଏହି ସମ୍ମାନ ରାଶି ପ୍ରଦାନ କରାଯିବ।You Can Read :ଦୁଇ ଭଉଣୀଙ୍କ ସନ୍ଦେହଜନକ ମୃତ୍ୟୁ, ପ୍ରଥମେ ଝାଡା-ବାନ୍ତି ହେବା ପରେ ଉଭୟଙ୍କ ମୃତ୍ୟୁ
ଭୁବନେଶ୍ବର ୧୩।୩: ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ । ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ । ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନ ମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ଯ୍ୟ ଦ୍ୱାରା ଓଡିଶାର ଗୌରବ ବୃଦ୍ଧି କରିଛନ୍ତି ।
ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ବରୂପ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଚଳିତ ବର୍ଷ ଅପ୍ରେଲ ମାସ ଠାରୁ ଏହି ସମ୍ମାନ ରାଶି ପ୍ରଦାନ କରାଯିବ।
You Can Read :
ଦୁଇ ଭଉଣୀଙ୍କ ସନ୍ଦେହଜନକ ମୃତ୍ୟୁ, ପ୍ରଥମେ ଝାଡା-ବାନ୍ତି ହେବା ପରେ ଉଭୟଙ୍କ ମୃତ୍ୟୁ