ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ

ଭୁବନେଶ୍ବର: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ହୋଇଯାଇଛି। ୯୫ ବର୍ଷ ବୟସରେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ହୋଇଛି। ମହାରାଷ୍ଟ୍ରର ଜଣେ ବରିଷ୍ଠ କଂଗ୍ରେସ ନେତା ତଥା ସୁପ୍ରିମକୋର୍ଟର ଜଣାଶୁଣା ଆଡଭୋକେଟ ଭାବେ ଖ୍ୟାତି ଅର୍ଜନ କରିଥିବା ସ୍ବର୍ଗତ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ ୨୦୦୭ରୁ ୨୦୧୩ ପର୍ଯ୍ୟନ୍ତ ଓଡ଼ିଶାର ରାଜ୍ୟପାଳ ଭାବେ କାର୍ଯ୍ୟ କରିଥିଲେ। ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଭଣ୍ଡାରେଙ୍କ ପରଲୋକ ନେଇ ରାଜ୍ୟପାଳ ରଘୁବର ଦାସ ଟ୍ବିଟ ଜରିଆରେ ସୂଚନା […]

ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ

ଭୁବନେଶ୍ବର: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ହୋଇଯାଇଛି। ୯୫ ବର୍ଷ ବୟସରେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ହୋଇଛି। ମହାରାଷ୍ଟ୍ରର ଜଣେ ବରିଷ୍ଠ କଂଗ୍ରେସ ନେତା ତଥା ସୁପ୍ରିମକୋର୍ଟର ଜଣାଶୁଣା ଆଡଭୋକେଟ ଭାବେ ଖ୍ୟାତି ଅର୍ଜନ କରିଥିବା ସ୍ବର୍ଗତ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ ୨୦୦୭ରୁ ୨୦୧୩ ପର୍ଯ୍ୟନ୍ତ ଓଡ଼ିଶାର ରାଜ୍ୟପାଳ ଭାବେ କାର୍ଯ୍ୟ କରିଥିଲେ।

ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଭଣ୍ଡାରେଙ୍କ ପରଲୋକ ନେଇ ରାଜ୍ୟପାଳ ରଘୁବର ଦାସ ଟ୍ବିଟ ଜରିଆରେ ସୂଚନା ଦେଇଛନ୍ତି।