ଓଡ଼ିଶାର ପ୍ରଥମ ଭାଜପା ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ
କାମାକ୍ଷାନଗର, ୩୦।୫: ଓଡ଼ିଶାର ପ୍ରଥମ ଭାଜପା ବିଧାୟକ ତଥା କାମାକ୍ଷାନଗର ନିର୍ବାଚନମଣ୍ଡଳିର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଗତକାଲି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ୧୯୭୭ରେ ପ୍ରଥମ କରି ଜନତା ଦଳରୁ ନିର୍ବାଚିତ ହୋଇଥିଲେ। ୭୪ ବର୍ଷ ବୟସରେ ସେ ଶେଷ ନିଶ୍ଚାସ ତ୍ୟାଗ କରିଥିବା ସୂଚନା ମିଳିଛି। ପଟ୍ଟନାୟକ କାମାକ୍ଷାନଗର ନିର୍ବାଚନମଣ୍ଡଳିରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ଏବଂ ରାଜ୍ୟର ରାଜନୀତିରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ତାଙ୍କ ବିୟୋଗରେ ଅଞ୍ଚଳରେ […] The post ଓଡ଼ିଶାର ପ୍ରଥମ ଭାଜପା ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ appeared first on Dharitri Odia News.
କାମାକ୍ଷାନଗର, ୩୦।୫: ଓଡ଼ିଶାର ପ୍ରଥମ ଭାଜପା ବିଧାୟକ ତଥା କାମାକ୍ଷାନଗର ନିର୍ବାଚନମଣ୍ଡଳିର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଗତକାଲି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ୧୯୭୭ରେ ପ୍ରଥମ କରି ଜନତା ଦଳରୁ ନିର୍ବାଚିତ ହୋଇଥିଲେ। ୭୪ ବର୍ଷ ବୟସରେ ସେ ଶେଷ ନିଶ୍ଚାସ ତ୍ୟାଗ କରିଥିବା ସୂଚନା ମିଳିଛି। ପଟ୍ଟନାୟକ କାମାକ୍ଷାନଗର ନିର୍ବାଚନମଣ୍ଡଳିରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ଏବଂ ରାଜ୍ୟର ରାଜନୀତିରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ତାଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
୧୯୭୭ରେ ପ୍ରଥମ କରି ଜନତା ଦଳରୁ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୧୯୮୫ ରେ ଭାରତୀୟ ଜନତା ପାର୍ଟି ଏବଂ ୧୯୯୦ ରେ ପୁଣିଥରେ ଜନତା ଦଳରୁ ବିଧାନସଭାକୁ ଯାଇଥିଲେ।
The post ଓଡ଼ିଶାର ପ୍ରଥମ ଭାଜପା ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ appeared first on Dharitri Odia News.