ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ
ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆପଣଙ୍କ ସ୍ନେହ, ସମର୍ଥନ ପାଇଁ ଚିର ଋଣୀ। ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର। ଏମାନଙ୍କ ପାଇଁ କାମ କରି ଚାଲିଛି, ଶେଷ ଯାଏ କରିବି। ଏହା ପରେ ଶେରଗଡ଼ରେ ମାରାଥନ ଜନସମାବେଶ କରିବେ। ମିଶନ ଶକ୍ତି ମାଆ ମାନେ ଉଦ୍ୟୋଗୀ […] The post ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ appeared first on Dharitri Odia News.
ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆପଣଙ୍କ ସ୍ନେହ, ସମର୍ଥନ ପାଇଁ ଚିର ଋଣୀ। ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର। ଏମାନଙ୍କ ପାଇଁ କାମ କରି ଚାଲିଛି, ଶେଷ ଯାଏ କରିବି। ଏହା ପରେ ଶେରଗଡ଼ରେ ମାରାଥନ ଜନସମାବେଶ କରିବେ। ମିଶନ ଶକ୍ତି ମାଆ ମାନେ ଉଦ୍ୟୋଗୀ ହେଲେଣି। ୨୦୩୬ରେ ଓଡ଼ିଶା ଗଠନକୁ ଶହେ ବର୍ଷ ପୂରଣ ହେବ। ୨୦୩୬ ସୁଦ୍ଧା ଓଡ଼ିଶା ଏକ ନମ୍ବର ରାଜ୍ୟ ହେବ।
The post ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ appeared first on Dharitri Odia News.