ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ: ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ
ଭୁବନେଶ୍ୱର,୧୨।୧: ଓଡ଼ିଶାର ବିଭିନ୍ନ ଜିଲାରୁ ପ୍ରୟାଗରାଜକୁ ସ୍ବତନ୍ତ୍ର ବସ ଗଡିଛି। ଭିଡିଓ କନଫରେନ୍ସିଂ ଜରିଆରେ ରବିବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭାରମ୍ଭ କରିଛନ୍ତି। ମହାକୁମ୍ଭ ଉପଲକ୍ଷେ ଏହି ବସ୍ ସେବା ଆରମ୍ଭ କରାଯାଇଛି। ପୁରୀ-ଅଯୋଧ୍ୟା, ବ୍ରହ୍ମପୁର- ଅଯୋଧ୍ୟାକୁ ଏହି ସ୍ବତନ୍ତ୍ର ବସ ସେବା ଆରମ୍ଭ ହୋଇଛି। ଭୁବନେଶ୍ବର ଓ ସମ୍ବଲପୁରରୁ ମଧ୍ୟ ପ୍ରୟାଗରାଜକୁ ବସ୍ ଗଡିଛି। ଅଯୋଧ୍ୟା ସହ ପ୍ରୟାଗରାଜକୁ ଶ୍ରଦ୍ଧାଳୁ ଯିବାର ବ୍ୟବସ୍ଥା କରାଯାଇଛି। ଏହି ବସ୍ରେ ସବୁ ସୁବିଧା ମିଳିବ। ଆଗକୁ ଲୋକଙ୍କ ଚାହିଦା […] The post ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ: ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ appeared first on Dharitri Odia News.
ଭୁବନେଶ୍ୱର,୧୨।୧: ଓଡ଼ିଶାର ବିଭିନ୍ନ ଜିଲାରୁ ପ୍ରୟାଗରାଜକୁ ସ୍ବତନ୍ତ୍ର ବସ ଗଡିଛି। ଭିଡିଓ କନଫରେନ୍ସିଂ ଜରିଆରେ ରବିବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭାରମ୍ଭ କରିଛନ୍ତି। ମହାକୁମ୍ଭ ଉପଲକ୍ଷେ ଏହି ବସ୍ ସେବା ଆରମ୍ଭ କରାଯାଇଛି। ପୁରୀ-ଅଯୋଧ୍ୟା, ବ୍ରହ୍ମପୁର- ଅଯୋଧ୍ୟାକୁ ଏହି ସ୍ବତନ୍ତ୍ର ବସ ସେବା ଆରମ୍ଭ ହୋଇଛି। ଭୁବନେଶ୍ବର ଓ ସମ୍ବଲପୁରରୁ ମଧ୍ୟ ପ୍ରୟାଗରାଜକୁ ବସ୍ ଗଡିଛି। ଅଯୋଧ୍ୟା ସହ ପ୍ରୟାଗରାଜକୁ ଶ୍ରଦ୍ଧାଳୁ ଯିବାର ବ୍ୟବସ୍ଥା କରାଯାଇଛି। ଏହି ବସ୍ରେ ସବୁ ସୁବିଧା ମିଳିବ। ଆଗକୁ ଲୋକଙ୍କ ଚାହିଦା ଦେଖି ବସ ବ୍ୟବସ୍ଥା ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
The post ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ: ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ appeared first on Dharitri Odia News.