ଓଡ଼ିଶାରେ ଆୟୁଷ୍ମାନ ପାଇଁ MoU, ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ସୁବିଧା
ଭୁବନେଶ୍ୱର,୧୩।୧: ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ପାଇଁ MoU। ଦିଲ୍ଲୀରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ MoU ହୋଇଛି। ତେବେ ଓଡ଼ିଶାରେ ଆୟୁଷ୍ମାନ ପାଇଁ MoU ପରେ ସ୍ବାସ୍ଥ୍ୟ ମନ୍ତ୍ରୀ ପ୍ରତିକ୍ରିୟା ଦେଇଛନ୍ତି। ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀଦଳରେ ଥିଲା ବେଳେ ଲାଗୁ କରିବାକୁ ଦାବି କରିଥିଲୁ। ସରକାରକୁ ଆସିବା ପରେ ଆମେ ପ୍ରତିଶ୍ରୁତି ପାଳନ କଲୁ। ୧.୩ କୋଟି ପରିବାରର ସାଢ଼େ ୩ କୋଟି ଲୋକ ଉପକାର ପାଇବେ। ଗୋପବନ୍ଧୁ ଜନ […] The post ଓଡ଼ିଶାରେ ଆୟୁଷ୍ମାନ ପାଇଁ MoU, ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ସୁବିଧା appeared first on Dharitri Odia News.
ଭୁବନେଶ୍ୱର,୧୩।୧: ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ପାଇଁ MoU। ଦିଲ୍ଲୀରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ MoU ହୋଇଛି। ତେବେ ଓଡ଼ିଶାରେ ଆୟୁଷ୍ମାନ ପାଇଁ MoU ପରେ ସ୍ବାସ୍ଥ୍ୟ ମନ୍ତ୍ରୀ ପ୍ରତିକ୍ରିୟା ଦେଇଛନ୍ତି। ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀଦଳରେ ଥିଲା ବେଳେ ଲାଗୁ କରିବାକୁ ଦାବି କରିଥିଲୁ। ସରକାରକୁ ଆସିବା ପରେ ଆମେ ପ୍ରତିଶ୍ରୁତି ପାଳନ କଲୁ। ୧.୩ କୋଟି ପରିବାରର ସାଢ଼େ ୩ କୋଟି ଲୋକ ଉପକାର ପାଇବେ। ଗୋପବନ୍ଧୁ ଜନ ଆରୋଗ୍ୟ ସହ ଆୟୁଷ୍ମାନ ଭାରତ ଗୋଟିଏ କାର୍ଡରେ ମିଳିବ। ସାରା ଦେଶରେ ଯିଏ ଯେଉଁଠି ଥିଲେ ବି ଏହାର ସୁଯୋଗ ପାଇବେ। ଦେଶର ୩୦ ହଜାର ହସ୍ପିଟାଲରେ ଏହି ସୁବିଧା ମିଳିବ ବୋଲି ମୁକେଶ ମହାଲିଙ୍ଗ କହିଛନ୍ତି।
The post ଓଡ଼ିଶାରେ ଆୟୁଷ୍ମାନ ପାଇଁ MoU, ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ସୁବିଧା appeared first on Dharitri Odia News.