ଓଡ଼ିଶାରେ ଜଣେ ମାଫିଆ ଅଛନ୍ତି, କାହାକୁ ଏମିତି ମାଫିଆ କହିଲେ ମୋଦି, ଜାଣନ୍ତୁ…

ଅନୁଗୋଳ,୨୦।୫: ଅନୁଗୋଳରେ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ଓଡ଼ିଶାର ଗରିବୀ ଦେଖିଲେ ମୋ ଛାତିରେ ବହୁତ କଷ୍ଟ ହେଉଛି। ସମୃଦ୍ଧ ଓ ମହାନ ଐତିହ୍ୟରେ ଭରପୁର ମୋର ଓଡ଼ିଶାକୁ କିଏ ବର୍ବାଦ କରିଛି ବୋଲି ମୋଦି ପ୍ରଶ୍ନ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ବିଜେଡି ଓଡ଼ିଶାକୁ ଲ୍ୟାଣ୍ଡ(ଜମି), ସ୍ୟାଣ୍ଡ(ବାଲି), କୋଇଲା ମାଫିଆ ଦେଇଛି । ମାଫିଆଗିରିରେ ପୂରା ୨୪ ଘଣ୍ଟା ଲାଗିଛନ୍ତି ବିଜେଡି ନେତା। ଜଣେ ମାଫିଆ ଅଛନ୍ତି, ଯିଏ ପ୍ରତି ସେକ୍ଟର ଉପରେ […] The post ଓଡ଼ିଶାରେ ଜଣେ ମାଫିଆ ଅଛନ୍ତି, କାହାକୁ ଏମିତି ମାଫିଆ କହିଲେ ମୋଦି, ଜାଣନ୍ତୁ… appeared first on Dharitri Odia News.

ଓଡ଼ିଶାରେ ଜଣେ ମାଫିଆ ଅଛନ୍ତି, କାହାକୁ ଏମିତି ମାଫିଆ କହିଲେ ମୋଦି, ଜାଣନ୍ତୁ…

ଅନୁଗୋଳ,୨୦।୫: ଅନୁଗୋଳରେ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ଓଡ଼ିଶାର ଗରିବୀ ଦେଖିଲେ ମୋ ଛାତିରେ ବହୁତ କଷ୍ଟ ହେଉଛି। ସମୃଦ୍ଧ ଓ ମହାନ ଐତିହ୍ୟରେ ଭରପୁର ମୋର ଓଡ଼ିଶାକୁ କିଏ ବର୍ବାଦ କରିଛି ବୋଲି ମୋଦି ପ୍ରଶ୍ନ କରିଛନ୍ତି।

ପ୍ରଧାନମନ୍ତ୍ରୀ କହିଛନ୍ତି, ବିଜେଡି ଓଡ଼ିଶାକୁ ଲ୍ୟାଣ୍ଡ(ଜମି), ସ୍ୟାଣ୍ଡ(ବାଲି), କୋଇଲା ମାଫିଆ ଦେଇଛି । ମାଫିଆଗିରିରେ ପୂରା ୨୪ ଘଣ୍ଟା ଲାଗିଛନ୍ତି ବିଜେଡି ନେତା। ଜଣେ ମାଫିଆ ଅଛନ୍ତି, ଯିଏ ପ୍ରତି ସେକ୍ଟର ଉପରେ କବଜା କରି ବସିଛନ୍ତି। ଜୁନ ୧୦ରେ ଭାଜପା ସରକାର ଆସିଲେ ଏହି ମାଫିଆର ଅଣ୍ଟା ଭଙ୍ଗାଯିବ।

ରତ୍ନଭଣ୍ଡାର ଚାବି ଓଡ଼ିଶାରେ ନାହିଁ। ଲୋକେ କହୁଛନ୍ତି ତାହା ତାମିଲନାଡୁ ପଳାଇଛି। ଭାଜପା ସରକାର ଆସିବା କ୍ଷଣି ଚାବିର ରାଜ ଖୋଲିବ। ଯାଞ୍ଚ ରିପୋର୍ଟକୁ ସାର୍ବଜନୀନ କରାଯିବ।

The post ଓଡ଼ିଶାରେ ଜଣେ ମାଫିଆ ଅଛନ୍ତି, କାହାକୁ ଏମିତି ମାଫିଆ କହିଲେ ମୋଦି, ଜାଣନ୍ତୁ… appeared first on Dharitri Odia News.