ଓଡ଼ିଶାରେ ପହଞ୍ଚିଲେ ଜେପି ନଡ୍ଡା
ଭୁବନେଶ୍ୱର,୫।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ରବିବାର ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତାଙ୍କୁ ଭାଜପା ସଭାପତି ମନମୋହନ ସାମଲ, ଭୁବନେଶ୍ୱର ଏମ୍ପି ଅପରାଜିତତା ଷଡଙ୍ଗୀ ପ୍ରମୁଖ ତାଙ୍କୁ ବିମାନବନ୍ଦରରୁ ସ୍ବାଗତ କରିଥିଲେ। ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିବା କାର୍ଯ୍ୟକ୍ରମ ରହିଛି। ଏହାପରେ ସେ ଦଳର ବରିଷ୍ଠ ନେତାମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ସାରେ କଟକଠାରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। The post ଓଡ଼ିଶାରେ ପହଞ୍ଚିଲେ ଜେପି ନଡ୍ଡା appeared first on Dharitri Odia News.
ଭୁବନେଶ୍ୱର,୫।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ରବିବାର ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତାଙ୍କୁ ଭାଜପା ସଭାପତି ମନମୋହନ ସାମଲ, ଭୁବନେଶ୍ୱର ଏମ୍ପି ଅପରାଜିତତା ଷଡଙ୍ଗୀ ପ୍ରମୁଖ ତାଙ୍କୁ ବିମାନବନ୍ଦରରୁ ସ୍ବାଗତ କରିଥିଲେ। ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିବା କାର୍ଯ୍ୟକ୍ରମ ରହିଛି। ଏହାପରେ ସେ ଦଳର ବରିଷ୍ଠ ନେତାମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ସାରେ କଟକଠାରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି।
The post ଓଡ଼ିଶାରେ ପହଞ୍ଚିଲେ ଜେପି ନଡ୍ଡା appeared first on Dharitri Odia News.